У нас вы можете посмотреть бесплатно ରାଷ୍ଟ୍ରପତିଙ୍କୁ ଅସମ୍ମାନ: ମମତାଙ୍କ ଉପରେ ନାରାଜ ମହାମହିମ | President Droupadi Murmu | Mamata Banerjee или скачать в максимальном доступном качестве, видео которое было загружено на ютуб. Для загрузки выберите вариант из формы ниже:
Если кнопки скачивания не
загрузились
НАЖМИТЕ ЗДЕСЬ или обновите страницу
Если возникают проблемы со скачиванием видео, пожалуйста напишите в поддержку по адресу внизу
страницы.
Спасибо за использование сервиса ClipSaver.ru
ପଶ୍ଚିମବଙ୍ଗର ମମତା ବାନାର୍ଜୀଙ୍କ ସରକାର ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ଅସମ୍ମାନ କରିଥିବା ଅଭିଯୋଗ ହୋଇଛି । ଖୋଦ ରାଷ୍ଟ୍ରପତି ମଧ୍ୟ ପଶ୍ଚିମବଙ୍ଗ ସରକାରଙ୍କ ବ୍ୟବହାରକୁ ନେଇ ଦୁଃଖ ପ୍ରକାଶ କରିଛନ୍ତି । ରାଷ୍ଟ୍ରପତିଙ୍କ କାର୍ଯ୍ୟକ୍ରମ ହେବାକୁ ଥିବା ସ୍ଥାନକୁ ପରିବର୍ତ୍ତନ କରି ଦେଇଥିଲେ ପଶ୍ଚିମବଙ୍ଗ ସରକାର । କିନ୍ତୁ ରାଷ୍ଟ୍ରପତି ନିଜେ ପୂର୍ବରୁ ସ୍ଥିରୀକୃତ ସ୍ଥାନକୁ ଯିବା ପରେ, ରାଜ୍ୟ ସରକାର ଏବଂ ପ୍ରଶାସନର କାର୍ଯ୍ୟଶୈଳୀ ଉପରେ ପ୍ରଶ୍ନ କରିଛନ୍ତି । ସ୍ଥାନ କମ୍ ଥିବା କହି କାର୍ଯ୍ୟକ୍ରମକୁ ସ୍ଥାନାନ୍ତର କରିଥିବା ପ୍ରଶାସନକୁ ଆଇନା ଦେଖାଇଛନ୍ତି ରାଷ୍ଟ୍ରପତି । ଯେଉଁ ସ୍ଥାନରେ ରାଷ୍ଟ୍ରପତିଙ୍କ କାର୍ଯ୍ୟକ୍ରମ ହେବାକୁ ଥିଲା, ସେଠାରେ ଅଧିକ ଲୋକଙ୍କ ପାଇଁ ଜାଗା କମ୍ ପଡ଼ିବ ବୋଲି କହି ଶେଷ ମୁହୂର୍ତ୍ତରେ ସ୍ଥାନ ପରିବର୍ତ୍ତନ କରାଯାଇଥିଲା । କିନ୍ତୁ ରାଷ୍ଟ୍ରପତି ନିଜେ ସେହି ସ୍ଥାନକୁ ଯାଇ ଦେଖିଥିଲେ ଯେ, ସେଭଳି କିଛି ଅସୁବିଧା ନାହିଁ। ସେଠାରେ ଲକ୍ଷାଧିକ ଲୋକ ଆରାମରେ ଏକାଠି ହୋଇପାରିବେ । ସେହି ସ୍ଥାନରୁ ହିଁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଟିଏମସି ସରକାରଙ୍କ ଉପରେ ବର୍ଷିଛନ୍ତି #presidentmurmu #droupadimurmu #mamatabanerjee #prameyanews7 #westbengal #ProtocolLapse #presidentvisit Prameya News7, is a leading Odia News Channel of Odisha, India. Prameya News7 provides Fair, Unbiased news from Odisha and beyond. For Latest News Follow us on: Website: http://www.prameyanews7.com/ YouTube: / prameyanews7odia Twitter: / news7odia Facebook: / news7odia Instagram: / prameyanews7 Podcast: • News7 Podcast Playlists :- Doctor's Pathshala: • Doctor's Pathshala ରୋଜଗାର: • ROJAGAR | ରୋଜଗାର | News7 Odia Maganna Oligi: • Maganna Oligi ଆରୋଗ୍ୟମ: • Arogyam ବଜାର News: • ବଜାର News | Bazar News ବିଜନେସ ବିଶେଷ: • ବିଜନେସ ବିଶେଷ | Business Bisesh Biswas Abiswas Andhabiswas: • Biswas Abiswas Andhabiswas Face To Face: • Face To Face Ebe Bi Rahasya: • Ebe Bi Rahasya Explore Odisha Season 3: • Explore Odisha Season 3 Breakfast Odisha: • Breakfast Odisha News7 Digital Special Stories: • Digital Special Stories #PrameyaNews7 #News7 #OdishaNews