У нас вы можете посмотреть бесплатно କ୍ରୋଧକାରୀ ଈଶ୍ୱର | ନୂଆ ସକାଳର ଆଶା | REV. NIRANJAN TURUK | SAMPARK INDIA или скачать в максимальном доступном качестве, видео которое было загружено на ютуб. Для загрузки выберите вариант из формы ниже:
Если кнопки скачивания не
загрузились
НАЖМИТЕ ЗДЕСЬ или обновите страницу
Если возникают проблемы со скачиванием видео, пожалуйста напишите в поддержку по адресу внизу
страницы.
Спасибо за использование сервиса ClipSaver.ru
Thought of the day: କ୍ରୋଧକାରୀ ଈଶ୍ୱର ନାହୂମ ୧:୧-୩ ନୀନିବୀ ବିଷୟକ ଭାରୋକ୍ତି। ଇଲକୋଶୀୟ ନାହୂମଙ୍କର ଦର୍ଶନ ପୁସ୍ତକ। ସଦାପ୍ରଭୁ (ସ୍ଵଗୌରବ ରକ୍ଷଣେ) ଉଦ୍ଯୋଗୀ ପରମେଶ୍ଵର ଓ ପ୍ରତିଫଳଦାତା ଅଟନ୍ତି; ସଦାପ୍ରଭୁ ପ୍ରତିଫଳଦାତା ଓ କ୍ରୋଧପୂର୍ଣ୍ଣ ଅଟନ୍ତି; ସଦାପ୍ରଭୁ ଆପଣା ବିପକ୍ଷଗଣକୁ ପ୍ରତିଫଳ ଦିଅନ୍ତି ଓ ଆପଣା ଶତ୍ରୁଗଣ ନିମନ୍ତେ କୋପ ସଞ୍ଚୟ କରନ୍ତି। ସଦାପ୍ରଭୁ କ୍ରୋଧରେ ଧୀର ଓ ପରାକ୍ରମରେ ମହାନଓ କୌଣସି ପ୍ରକାରେ ଦୋଷୀକୁ ନିର୍ଦ୍ଦୋଷ କରିବେ ନାହିଁ; ଘୂର୍ଣ୍ଣିବାୟୁ ଓ ତୋଫାନ ମଧ୍ୟରେ ସଦାପ୍ରଭୁଙ୍କର ପଥ ଅଛି ଓ ମେଘମାଳ ତାହାଙ୍କର ପାଦଧୂଳି। । / @samparkdigitalindia FOLLOW US ON YOUTUBE / samparkdigitalmedianetwork FOLLOW US ON INSTAGRAM / samparkdigitalmedianetwork Contact for more details: +91-8018611082