У нас вы можете посмотреть бесплатно Sudasha Brata Puja Vidhi | ସୁଦଶା ବ୍ରତ ପୂଜା ବିଧି | ଘରେ ସୁଦଶା ବ୍ରତ କିପରି କରିବା ? | Kalpana Tripathy или скачать в максимальном доступном качестве, видео которое было загружено на ютуб. Для загрузки выберите вариант из формы ниже:
Если кнопки скачивания не
загрузились
НАЖМИТЕ ЗДЕСЬ или обновите страницу
Если возникают проблемы со скачиванием видео, пожалуйста напишите в поддержку по адресу внизу
страницы.
Спасибо за использование сервиса ClipSaver.ru
ଶୁକ୍ଳପକ୍ଷ ଦଶମୀ ତିଥି ଗୁରୁବାରରେ ପଡ଼ିଲେ, ତାହା ସୁଦଶା ବ୍ରତ ରୂପେ ପାଳିତ ହୁଏ । ଏଥିରେ ଲକ୍ଷ୍ମୀଙ୍କୁ ପୂଜା କରାଯାଏ । ସୁଦଶାର ଅର୍ଥ ଭଲ ସମୟ କିନ୍ତୁ ପଲ୍ଲୀ ମାନସରେ ସମ୍ଭବତଃ ସୁଦଶା ଶବ୍ଦ ସହିତ ଦଶ ସଂଖ୍ୟାଟି ସଂଯୋଜିତ ହୋଇ ଆସିଅଛି । ଫଳତଃ ଉପାସନାରେ ଦଶ ପାଖୁଡ଼ା ପଦ୍ମ, ଦଶବର୍ଣ୍ଣ ମୁରୁଜ, ଦଶମୁଖୀ ଦୀପ, ଦଶମୁଠି ଚାଉଳ, ଦଶମେଞ୍ଚା କଦଳୀ, ଦଶଗୋଟି ମଣ୍ଡା ଓ ଲକ୍ଷ୍ମୀଙ୍କ ପ୍ରତୀକ ରୂପେ ଲକ୍ଷ୍ମୀଙ୍କ ଦଶନାମ ଲକ୍ଷ୍ମୀନାରାୟଣୀ, କମଳିନୀ, ଶ୍ରୀ ହରିପ୍ରିୟା, ପଦ୍ମାଳୟା, କମଳା, ଚଞ୍ଚଳା, ବିଘ୍ନସେନୀ, ସିନ୍ଧୁର ଦୁଲ୍ଲଣୀ, ଦୁର୍ଗତି, ବିଷ୍ଣୁ ପାଟରାଣୀ । ସୁମରିତ ଦଶଖିଅ ଧଳାସୂତାର ଏକ ବ୍ରତ ପୂଜା କରାଯିବାର ବିଧି ରହିଛି । ସେହି ବ୍ରତକୁ ପରବର୍ତ୍ତୀ ସୁଦଶା ବ୍ରତ ପର୍ଯ୍ୟନ୍ତ ବାହୁରେ ଧାରଣ କରାଯାଏ । Also watch this Programme on SIDHARTH BHAKTI CHANNEL. Sidharth Bhakti : Dish TV-1395, Airtel-616,Sun-491,D2H-1395,Tata Play-1796 Sidharrth TV : Dish-1311,Tata Play-1757,Airtel-600,Sun Direct -657,D2H-1311 Sidharth Gold : Dish TV -1333, Airtel-602,Sun-658,D2H-1333,Tata Play-1766 Jay Jagannath : Dish-1397,Airtel-615,Sun Direct-490,Videocon D2H-1397,Tata Play-1799 SUBSCRIBE us for new shows every day: YouTube : / sidharthbhakti Instagram : / sidharthbhakti Facebook : / sidharthbhaktiodia Subscribe our other Television Channels : Sidharth TV : / sidharthtv Sidharth Gold : https://bit.ly/3a1P4Ac Jay Jagannath : https://bit.ly/3aa1lTa #SidharthTV #SidharthBhakti #SidharthGold #SidharthMusic #NamitaAgrawal #SitaramAgrawal #jayjagannath