У нас вы можете посмотреть бесплатно ECI Press Meet: SIRକୁ ନେଇ ECଙ୍କ ସୂଚନା, ୯୦% ମ୍ୟାପିଂ କରାସରିଛି କହିଲେ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ или скачать в максимальном доступном качестве, видео которое было загружено на ютуб. Для загрузки выберите вариант из формы ниже:
Если кнопки скачивания не
загрузились
НАЖМИТЕ ЗДЕСЬ или обновите страницу
Если возникают проблемы со скачиванием видео, пожалуйста напишите в поддержку по адресу внизу
страницы.
Спасибо за использование сервиса ClipSaver.ru
EC Press Meet: ରାଜ୍ୟରେ SIRକୁ ନେଇ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ ସୂଚନା । ୯୦% ମ୍ୟାପିଂ କରାସରିଛି କହିଲେ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ । ୨୦୨୫ ଭୋଟର ତାଲିକାରେ ଅଛନ୍ତି, ୨୦୦୨ରେ ବି ଥିଲେ BLOଙ୍କୁ ଜଣାଇବେ । ୨୦୦୨ରେ କେଉଁ ନିର୍ବାଚନମଣ୍ଡଳୀରେ ଥିଲେ BLOଙ୍କୁ ଜଣାଇବେ । ଆମେ ନିଜ ଆଡୁ ପ୍ରାୟ ୯୦ ପ୍ରତିଶତ ମ୍ୟାପିଂ କରିସାରିଛୁ । ଏହାର ଅର୍ଥ ୨୦୨୫ ଭୋଟର ତାଲିକାରେ ଥିବା ୯୦%ଙ୍କୁ ଟ୍ରେସିଂ କରିପାରିଛୁ । ୨୦୨୫ ତାଲିକାରେ ଥିବା ୯୦% ୨୦୦୨ ତାଲିକାରେ ବି ଅଛନ୍ତି । ଆଉ ୧୦ ପ୍ରତିଶତ ଆମ ପାଇଁ କଷ୍ଟକର, ସହରାଞ୍ଚଳ ପାଇଁ ସମସ୍ୟା ତାସହ ଯଦି ୨୦୦୨ରେ ଆପଣଙ୍କ ନାଁ ନଥିଲା, ଆପଣଙ୍କ ବାପାମାଆଙ୍କୁ ଖୋଜାଯିବ । ୯୫% ମ୍ୟାପିଂ ଆମର ଲକ୍ଷ୍ୟ, ଏଭଳି ହେଲେ ସମସ୍ତଙ୍କ ପାଇଁ ସୁବିଧା ହେବ। #odishanews #ZeeOdishaNews #ECIPressMeet ................................................................................................................... About Channel:- Get the latest Odisha news headlines and breaking news, the latest news on our YouTube Channel, and know more about your State. Visit us to get the breaking news from Odisha at your fingertips. ........................................................................... Follow us on:- Web: https://zeenews.india.com/hindi/zeeod... Facebook: / zeeodisha Twitter: / zeeodisha Instagram: / zeeodishanews ......................................................................................................