У нас вы можете посмотреть бесплатно ଡାଏବେଟିସ୍ ରୋଗୀ କ’ଣ ଖାଇବେ, କ’ଣ ଖାଇବେ ନାହିଁ? | Diet Tips for Diabetes Patient | Dr Alok Kanungo или скачать в максимальном доступном качестве, видео которое было загружено на ютуб. Для загрузки выберите вариант из формы ниже:
Если кнопки скачивания не
загрузились
НАЖМИТЕ ЗДЕСЬ или обновите страницу
Если возникают проблемы со скачиванием видео, пожалуйста напишите в поддержку по адресу внизу
страницы.
Спасибо за использование сервиса ClipSaver.ru
#Diabetes #DoctorAdvice #OdiahealthTips ସମଗ୍ର ବିଶ୍ୱରେ ଡାଏବେଟିସ୍ ବା ମଧୁମେହ ରୋଗ ଏକ ଜଟିଳ ସମସ୍ୟା ଭାବେ ଦେଖିବାକୁ ମିଳୁଛି। ଏହି ରୋଗରୁ ସମ୍ପୂର୍ଣ୍ଣ ଭାବେ ସୁସ୍ଥ ହେବ ଏକ ପ୍ରକାରର ଅସମ୍ଭବ। ହେଲେ ଏହାକୁ ନିୟନ୍ତ୍ରଣରେ ରଖିଲେ ହାର୍ଟ ଆଟାକ୍, ଉଚ୍ଚ ରକ୍ତଚାପ ଭଳି ବିଭିନ୍ନ ଦୂରାରୋଗ୍ୟ ରୋଗରୁ ଆମେ ରକ୍ଷା ପାଇ ପାରିବା। ତେବେ ଡାଏବେଟିସକୁ କେମିତି ନିୟନ୍ତ୍ରଣରେ ରଖିବେ? ଡାଏବେଟିସ୍ ରୋଗୀ କେମିତି ସୁସ୍ଥ ରହିବେ? ବରିଷ୍ଠ ମଧୁମେହ ରୋଗ ବିଶେଷଜ୍ଞ ଡାକ୍ତର ଆଲୋକ କାନୁନଗୋଙ୍କଠାରୁ ଆସନ୍ତୁ ଏବିଷୟରେ ସବିଶେଷ ତଥ୍ୟ ଜାଣିବା। ଏହି ଭିଡିଓରେ ରହିଛି, ଡାଏବେଟିସକୁ କେମିତି କରିବେ ନିୟନ୍ତ୍ରଣ? (0:00) ଡାଏବେଟିସ୍ ରୋଗୀ କ’ଣ ଖାଇବେ, କ’ଣ ଖାଇବେ ନାହିଁ? (1:01) ଖାଦ୍ୟରେ ତେଲର ପରିମାଣ କେତେ ରହିବ? (6:21) ଜାଣନ୍ତୁ ଡାକ୍ତରଙ୍କ ପରାମର୍ଶ (7:32) ଯଦି ଆପଣ ଏହି ଭିଡିଓ ଉପରେ ଆଧାରିତ ଲେଖା ପଢ଼ିବାକୁ ଚାହୁଁଛନ୍ତି, କ୍ଲିକ୍ କରନ୍ତୁ: https://www.swasthya.plus/what-should... Diabetes is one of the most serious problems in the world. It is almost impossible to fully recover from diabetes. However, if we control it, we can avoid various chronic diseases such as heart attacks, high blood pressure. So how do you control your diabetes? How can diabetics stay healthy? Let's find out more from Dr Alok Kanungo, a senior diabetologist. In this video, How to control Diabetes? (0:00) What should diabetics eat and not eat? (1:01) What should be the amount of oil in the diet? (6:21) Doctor's Advice (7:32) Subscribe Now & Live a Healthy Life! ସ୍ୱାସ୍ଥ୍ୟ ଓ ଜୀବନଶୈଳୀ ଉପରେ ଆଧାରିତ ଓଡ଼ିଆ ଡିଜିଟାଲ୍ ପ୍ଲାଟଫର୍ମ ‘ସ୍ୱାସ୍ଥ୍ୟ ପ୍ଲସ୍’ ସହିତ ଯୋଡ଼ି ହେବା ପାଇଁ ଆମ ୟୁଟ୍ୟୁବ୍ ଚ୍ୟାନେଲ୍ ( / swasthyaplus ) ସବ୍ସ୍କ୍ରାଇବ୍ କରନ୍ତୁ। ନୂଆ ଭିଡିଓ ସଂପର୍କରେ ନୋଟିଫିକେସନ୍ ପାଇବା ପାଇଁ ବେଲ୍ ଆଇକନ୍କୁ ଦବାନ୍ତୁ। ‘ସ୍ୱାସ୍ଥ୍ୟ ପ୍ଲସ୍’ର ଭିଡିଓ ଲିଙ୍କ୍ ଅନ୍ୟମାନଙ୍କ ସହ ମଧ୍ୟ ସେୟାର କରନ୍ତୁ। - ‘ସ୍ୱାସ୍ଥ୍ୟ ପ୍ଲସ୍’ ଟିମ୍ ଓଡ଼ିଶାର ପ୍ରଥମ ସ୍ଵାସ୍ଥ୍ୟ ପୋର୍ଟାଲ https://www.swasthya.plus ଲେଖା ଓ ଭିଡିଓ ମାଧ୍ୟମରେ ସ୍ୱାସ୍ଥ୍ୟ ସଚେତନତା ସମ୍ପର୍କରେ ବିଭିନ୍ନ ବିଷୟ ଉପସ୍ଥାପନ କରୁଛି। କାରଣ ସ୍ୱାସ୍ଥ୍ୟ ହିଁ ସବୁକିଛି! For requesting contact details of doctors - please message Swasthya Plus on Facebook: www.facebook.com/SwasthyaPlusOdia). For feedback and business inquiries, contact Swasthya Plus Odia at [email protected] Swasthya Plus Odia, Odisha's leading destination for Health Tips & Expert Advice in Odia language on health, hygiene, nutrition, lifestyle, and more!