У нас вы можете посмотреть бесплатно କନ୍ଧମାଳ ପୋଲିସକୁ ମିଳିଛି ବଡ ସଫଳତା,ସୁରକ୍ଷା କର୍ମୀଙ୍କ ଗୁଳିରେ ଟଳିଲେ ଦୁଇ ମାଓବାଦୀl2 Maoists killed Kandhamal или скачать в максимальном доступном качестве, видео которое было загружено на ютуб. Для загрузки выберите вариант из формы ниже:
Если кнопки скачивания не
загрузились
НАЖМИТЕ ЗДЕСЬ или обновите страницу
Если возникают проблемы со скачиванием видео, пожалуйста напишите в поддержку по адресу внизу
страницы.
Спасибо за использование сервиса ClipSaver.ru
କନ୍ଧମାଳ ପୋଲିସକୁ ମିଳିଛି ବଡ ସଫଳତା ସୁରକ୍ଷା କର୍ମୀଙ୍କ ଗୁଳିରେ ଦୁଇ ମାଓବାଦୀ ମୃତ୍ୟୁ l କନ୍ଧମାଳ ଜ଼ିଲ୍ଲା ରାଇକିଆ ଥାନା ଅନ୍ତର୍ଗତ ନନ୍ଦାବାଲି ଜଙ୍ଗଲରେ କିଛି ମାଓବାଦୀଙ୍କ ଲୁଚି ରହିଥିବା ନେଇ ବିଶେଷ ସୂତ୍ରରୁ ପୋଲିସ ଖବର ପାଇ କନ୍ଧମାଳ ଏସପି ହରିଶ ବିଶିଙ୍କ ନିର୍ଦେଶ କ୍ରମେ ଏସ.ଓ.ଜି, ଡିଭିଏଫ,ସିଆରପିଏଫ ଓ ବିଏସଏଫ ଯବାନଙ୍କ ପକ୍ଷରୁ ଆରମ୍ଭ ହୋଇଥିଲା ସର୍ଚ୍ଚ ଅପରେସନ l ଏହି ସମୟରେ ମାଓବାଦୀ ଓ ସୁରକ୍ଷା କର୍ମୀଙ୍କ ମଧ୍ୟରେ ଗୁଳିବିନିମୟ ହୋଇଥିଲା l lTwo Maoists killed; arms, ammunition recovered in Odisha #Maoists #killed #arms #ammunition #recovered #Odisha #pratidintv Vist our Website :https://www.pratidintv.com/ Like Our Facebook Page: / pratidinodisha Folllow Us Instagram :-https://www.instagram.com/pratidintv/... Follow On X :- https://x.com/pratidin_tv Subscribe To Our YouTube Channel: / @pratidintvodisha #PratidinTv #PratidinNews #OdishaNews #LatestNews #LatestUpdate #PratidinTvOdisha