У нас вы можете посмотреть бесплатно ଭୋକ ହେଉନି କି? | Loss of Appetite in Odia | How to Increase Appetite? | Dr Sandeep Kumar Ratha или скачать в максимальном доступном качестве, видео которое было загружено на ютуб. Для загрузки выберите вариант из формы ниже:
Если кнопки скачивания не
загрузились
НАЖМИТЕ ЗДЕСЬ или обновите страницу
Если возникают проблемы со скачиванием видео, пожалуйста напишите в поддержку по адресу внизу
страницы.
Спасибо за использование сервиса ClipSaver.ru
#LossofAppetite #OdiaHealthTips ପ୍ରାୟ ଲୋକଙ୍କୁ ଅଧିକାଂଶ ସମୟରେ ଭୋକ ହୋଇ ନଥାଏ। ଭୋକନ ହେବାର ଅନେକ କାରଣ ଥାଇପାରେ। ଏହାର କାରଣ ଓ ଚିକିତ୍ସା ବିଷୟରେ ଭେଷଜ ରୋଗ ବିଶେଷଜ୍ଞ ଡାକ୍ତର ସନ୍ଦୀପ କୁମାର ରଥ କ’ଣ କହୁଛନ୍ତି, ଆସନ୍ତୁ ଜାଣିବା। ଏହି ଭିଡିଓରେ ରହିଛି, ଭୋକ ନ ଲାଗିବାର କାରଣ (0:00) ଭୋକ ନ ଲାଗିବା ଛଡ଼ା ଆଉ କ’ଣ ସମସ୍ୟା ହୋଇପାରେ? (1:29) ଏହାର ଚିକିତ୍ସା କ’ଣ? (3:27) Loss of Appetite is a symptom that refers to not feeling hungry or you don't have the desire to eat. It's crucial not to ignore persistent Loss of Appetite, as it can lead to nutritional deficiencies and other health complications. What are the causes of Loss of Appetite? How to Increase your Appetite? Let's know more from Dr Sandeep Kumar Ratha, a Medicine Specialist. In this Video, What Causes Loss of Appetite? in Odia (0:00) Symptoms other than Loss of Appetite, in Odia (1:29) Treatment of Loss of Appetite, in Odia (3:27) Subscribe Now & Live a Healthy Life! ସ୍ଵାସ୍ଥ୍ୟ ପ୍ଲସ୍ ନେଟ୍ୱର୍କ କୌଣସି ଚିକିତ୍ସା ଉପଦେଶ ଦେଉନାହିଁ। ସ୍ଵାସ୍ଥ୍ୟ ପ୍ଲସ୍ ନେଟୱର୍କରେ ଦେଖୁଥିବା ବିଭିନ୍ନ ଭିଡିଓ/ ବିଷୟବସ୍ତୁ କେବଳ ସୂଚନା ପ୍ରଦାନ କରିବା ଉଦ୍ଦେଶ୍ୟରେ ରହିଛି। ଡାକ୍ତର କିମ୍ବା ସ୍ୱାସ୍ଥ୍ୟ ବିଶେଷଜ୍ଞଙ୍କର ରୋଗ ନିର୍ଣ୍ଣୟର ଏହା ବିକଳ୍ପ ସମାଧାନ ନୁହେଁ। ନିଜର ସ୍ୱାସ୍ଥ୍ୟ ସମସ୍ୟା ପାଇଁ ସବୁବେଳେ ଜଣେ ଡାକ୍ତର କିମ୍ବା ସ୍ୱାସ୍ଥ୍ୟ ବିଶେଷଜ୍ଞଙ୍କ ସହିତ ପରାମର୍ଶ କରନ୍ତୁ। Swasthya Plus Network does not provide medical advice. Content on Swasthya Plus Network is for informational purposes only, and is not a substitute for the professional judgment of a doctor/health professional. Always seek the advice of a qualified health professional for your health concerns. ସ୍ୱାସ୍ଥ୍ୟ ଓ ଜୀବନଶୈଳୀ ଉପରେ ଆଧାରିତ ଓଡ଼ିଆ ଡିଜିଟାଲ୍ ପ୍ଲାଟଫର୍ମ ‘ସ୍ୱାସ୍ଥ୍ୟ ପ୍ଲସ୍’ ସହିତ ଯୋଡ଼ି ହେବା ପାଇଁ ଆମ ୟୁଟ୍ୟୁବ୍ ଚ୍ୟାନେଲ୍ ( / swasthyaplus ) ସବ୍ସ୍କ୍ରାଇବ୍ କରନ୍ତୁ। ନୂଆ ଭିଡିଓ ସଂପର୍କରେ ନୋଟିଫିକେସନ୍ ପାଇବା ପାଇଁ ବେଲ୍ ଆଇକନକୁ ଦବାନ୍ତୁ। ଓଡ଼ିଶାର ପ୍ରଥମ ସ୍ଵାସ୍ଥ୍ୟ ପୋର୍ଟାଲ https://www.swasthya.plus ଲେଖା ଓ ଭିଡିଓ ମାଧ୍ୟମରେ ସ୍ୱାସ୍ଥ୍ୟ ସଚେତନତା ସମ୍ପର୍କରେ ବିଭିନ୍ନ ବିଷୟ ଉପସ୍ଥାପନ କରୁଛି। କାରଣ ସ୍ୱାସ୍ଥ୍ୟ ହିଁ ସବୁକିଛି! For requesting contact details of doctors - please message Swasthya Plus on Facebook: www.facebook.com/SwasthyaPlusOdia). For feedback and business inquiries, contact Swasthya Plus Odia at hello@swasthyaplus.com Swasthya Plus Odia, Odisha's leading destination for Health Tips in Odia language on health, hygiene, nutrition, lifestyle, and more!