У нас вы можете посмотреть бесплатно ଶ୍ରୀ ଜଗନ୍ନାଥ ସହସ୍ର ନାମ | SHREE JAGANNATHA SAHASRANAMA | Namita Agrawal | Sidharth TV или скачать в максимальном доступном качестве, видео которое было загружено на ютуб. Для загрузки выберите вариант из формы ниже:
Если кнопки скачивания не
загрузились
НАЖМИТЕ ЗДЕСЬ или обновите страницу
Если возникают проблемы со скачиванием видео, пожалуйста напишите в поддержку по адресу внизу
страницы.
Спасибо за использование сервиса ClipSaver.ru
ଜଗନ୍ନାଥ ଓଡ଼ିଶାରେ ନାନା ନାମରେ ଜଣାଶୁଣା, ଜଗା, ଜଗବନ୍ଧୁ (ଜଗତର ବନ୍ଧୁ), କାଳିଆ ସାଆନ୍ତ (କଳା ବର୍ଣ୍ଣର ଠାକୁର),ଦାରୁବ୍ରହ୍ମ/ଦାରୁ ଦେବତା (ଦାରୁ/କାଠରେ ତିଆରି ଦେବତା), ଚକା ଆଖି/ଚକା ନୟନ (ଗୋଲ ଆଖିଥିବା ଦେବତା), ଚକା ଡୋଳା (ଗୋଲ ଆଖି ଡୋଳା ଥିବା ଦେବତା)| ଧାର୍ମିକ ଅର୍ଥାନୁବାଦ: ଶ୍ରୀ – ‘ଶ୍ରୀ’ର ଅର୍ଥ ଲକ୍ଷ୍ମୀ, ଐଶ୍ୱର୍ଯ୍ୟ, ବିଭବ, ଆଲୋକ । ସେ ଭକ୍ତି, ପ୍ରୀତି ଓ ଶୋଭା ପ୍ରଦାୟିନୀ ଶକ୍ତି । ସେ ଜଗନ୍ମୟ ଜ୍ୟୋତି ସ୍ୱରୂପ, ସେ ସର୍ବ ପ୍ରକାଶ୍ୟ, ସେ ହିଁ ପଥ ପ୍ରଦର୍ଶକ ଜ – ‘ଜ’ର ଅର୍ଥ ଉତ୍ପତ୍ତି, ବିଷ୍ଣୁ, ପିତାମାତା, ତେଜଃ । ସକଳ ସୃଷ୍ଟିର କାରଣ ହେଉଛନ୍ତି ଭଗବାନ ଜଗନ୍ନାଥ । ସର୍ବ ଦେବତା ତାଙ୍କଠାରୁ ସୃଷ୍ଟି । ସେ ବେଦ, ମନ୍ତ୍ର, ଯୋଗ, ଜ୍ଞାନ ଆଦିର ଉତ୍ପତ୍ତିସ୍ଥଳ । ସେ ହିଁ ଆରାଧ୍ୟ ଦେବତା ବିଷ୍ଣୁ, ସେ ହେଉଛନ୍ତି ସକଳ ପ୍ରାଣୀ ଜଗତର ପିତାମାତା । ସେ ସଂସାରର ସର୍ବକାରିଣୀ ଶକ୍ତିରୂପେ ବିଦ୍ୟମାନ । ଗ – ‘ଗ’ର ଅର୍ଥ ଗଗନ, ସ୍ୱର୍ଗ, ଗୁରୁ । ଅର୍ଥାତ୍ ସେ ହେଉଛନ୍ତି ଅନନ୍ତ, ସାଗର ପରି ଗଭୀର, ଗୋଲାପ ପରି କୋମଳ । ସେ ସମସ୍ତଙ୍କର ଗୁରୁ, ତାଙ୍କର ଶ୍ରୀଚରଣ ତଳେ ଆଶ୍ରୟ ପାଇବା ସମସ୍ତଙ୍କର କାମ୍ୟ । ନ୍ନା(ନ) – ‘ନ’ ର ଅର୍ଥ ନିରାକାର, ନିର୍ବିକାର, ଅବିନାଶୀ, ସ୍ଥାନାତୀତ, ନିର୍ମାୟା, ନିରୀହ, ନିର୍ମଳ । ନିରାକାର, ନିର୍ଗୁଣ, ନିତ୍ୟ, ଅବିନାଶୀ ପରମାତ୍ମା ପରମେଶ୍ୱରଙ୍କର ସାକାର, ସଗୁଣ ସ୍ୱରୂପ ହିଁ ଶ୍ରୀଜଗନ୍ନାଥ । ଥ – ‘ଥ’ର ଅର୍ଥ ପର୍ବତ, ଭୟତ୍ରାତା, ମଙ୍ଗଳ, ରକ୍ଷଣ । ସେ ଅଜେୟ, ଅନାଥର ନାଥ, ଭୟ ନାଶକ, ସର୍ବ ମଙ୍ଗଳକାରକ । ସେ ଦ୍ରୌପଦୀଙ୍କର ମାନ ରକ୍ଷଣ, ଗଜ ଉଦ୍ଧାରଣ ପରି ସମସ୍ତଙ୍କର ଦୁଃଖ ଦୂର କରନ୍ତି । Album: Shree Jagannatha Sahasra Nama Singer: Namita Agrawal Video Artiste: Namita Agrawal Music Director: Prem Anand Lyrics: Traditional Video Director: Bharati Krushna Producer: Sitaram Agrawal Music Label: Sarthak Music Year: 2010 SET CALLER TUNES: SHREE JAGANNATHA SAHASRA NAMA OPERATOR CODES: Vodafone Subscribers Dial 53712805863 Airtel Subscribers Dial 5432111260884 Idea Subscribers Dial 567891346803 Tata DoCoMo Subscribers sms SET 1346803 To 543211 BSNL (South / East) Subscribers sms BT 1346803 To 56700 Tata Indicom Subscribers sms WT 1346803 To 12800 Uninor Subscribers sms ACT CT 1346803 To 51234 Aircel (South / East) Subscribers sms DT 1346803 To 53000 BSNL (North / West) Subscribers sms BT 479067 To 56700 Aircel (North / West) Subscribers sms DT 479067 To 53000