У нас вы можете посмотреть бесплатно ଡିଏଭି ପବ୍ଲିକ୍ ସ୍କୁଲ, ପୋଖରୀପୁଟରେ ବାର୍ଷିକ ଉତ୍ସବ 'ବସ୍ତାନି' ||Odisha connect или скачать в максимальном доступном качестве, видео которое было загружено на ютуб. Для загрузки выберите вариант из формы ниже:
Если кнопки скачивания не
загрузились
НАЖМИТЕ ЗДЕСЬ или обновите страницу
Если возникают проблемы со скачиванием видео, пожалуйста напишите в поддержку по адресу внизу
страницы.
Спасибо за использование сервиса ClipSaver.ru
ମୁଖ୍ୟ ଅତିଥି ଭାବରେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ତଥା କୃଷି ଓ କୃଷକ ସଶକ୍ତିକରଣ ବିଭାଗର ପ୍ରମୁଖ ଶାସନ ସଚିବ ଡ. ଅରବିନ୍ଦ ପାଢ଼ୀ ଯୋଗଦାନ କରିଥିଲେ। ସେ ବିଦ୍ୟାର୍ଥୀ, ଅଭିଭାବକ ଓ ଶିକ୍ଷକ-ଶିକ୍ଷୟିତ୍ରୀଙ୍କୁ ସତ୍ୟର ସନ୍ଧାନ ଓ ସତ୍ୟକୁ ସମର୍ଥନ କରିବା ପାଇଁ ଆହ୍ୱାନ ଦେଇଥିଲେ। ପଞ୍ଚସୂତ୍ରୀ ପରାମର୍ଶ ପ୍ରଦାନ କରି ବିଦ୍ୟୁତ୍ ଅପବ୍ୟବହାର ପ୍ରତିରୋଧ, ଜଳ ସଂରକ୍ଷଣ, ଖାଦ୍ୟର ସୁବିନିଯୋଗ, ନିୟମିତ ବୃକ୍ଷରୋପଣ ଏବଂ ଜୈବବିଭାଜ୍ୟ ପ୍ଲାଷ୍ଟିକ୍ ବ୍ୟବହାରକୁ ପ୍ରୋତ୍ସାହନ ଦେବା ପାଇଁ କହିଥିଲେ।