У нас вы можете посмотреть бесплатно ଆପଣଙ୍କ ନିଷ୍ପତ୍ତିରେ ଅଟଳ ରୁହନ୍ତୁ ( ସତ୍ୟ ସମାଚାର - 319 ) || REV. NIRANJAN TURUK || 02-02-2026 или скачать в максимальном доступном качестве, видео которое было загружено на ютуб. Для загрузки выберите вариант из формы ниже:
Если кнопки скачивания не
загрузились
НАЖМИТЕ ЗДЕСЬ или обновите страницу
Если возникают проблемы со скачиванием видео, пожалуйста напишите в поддержку по адресу внизу
страницы.
Спасибо за использование сервиса ClipSaver.ru
ଏବ୍ରୀ 11:25-27 [25] ପାପର କ୍ଷଣିକ ସୁଖଭୋଗ ଅପେକ୍ଷା ଈଶ୍ଵରଙ୍କ ଲୋକମାନଙ୍କ ସହିତ ବରଂ ଦୁଃଖଭୋଗ କରିବାକୁ ସେ ପସନ୍ଦ କଲେ, [26] ପୁଣି, ମିସରର ସମସ୍ତ ଧନ ଅପେକ୍ଷା ଖ୍ରୀଷ୍ଟଙ୍କ ନିନ୍ଦାର ସହଭାଗୀ ହେବା ଶ୍ରେଷ୍ଠତର ଧନ ବୋଲି ମନେ କଲେ, କାରଣ ସେ ପୁରସ୍କାର ଦାନର ସମୟ ପ୍ରତି ଦୃଷ୍ଟିପାତ କଲେ। [27] ବିଶ୍ଵାସ ଦ୍ଵାରା ସେ ରାଜାଙ୍କ କ୍ରୋଧକୁ ଭୟ ନ କରି ମିସର ପରିତ୍ୟାଗ କଲେ, ଯେଣୁ ଯେ ଅଦୃଶ୍ୟ, ତାହାଙ୍କୁ ଦର୍ଶନ କଲା ପରି ସୁସ୍ଥିର ରହିଲେ।