У нас вы можете посмотреть бесплатно କପ୍ତିପଦା NAC ମାନ୍ୟତା ପାଇବା ପରେ , ଚାଲିଛି ଜବରଦଖଲ ଉଛେଦ ! Eviction drive in Kaptipada ,Mayurbhanj или скачать в максимальном доступном качестве, видео которое было загружено на ютуб. Для загрузки выберите вариант из формы ниже:
Если кнопки скачивания не
загрузились
НАЖМИТЕ ЗДЕСЬ или обновите страницу
Если возникают проблемы со скачиванием видео, пожалуйста напишите в поддержку по адресу внизу
страницы.
Спасибо за использование сервиса ClipSaver.ru
କପ୍ତିପଦା NAC ମାନ୍ୟତା ପାଇବା ପରେ , ଚାଲିଛି ଜବରଦଖଲ ଉଛେଦ ! ନୂତନ ଏନଏସି ଭାବେ କପ୍ତିପଦା ଘୋଷଣା ହୋଇଛି। ଏନଏସି ମାନ୍ୟତା ପାଇବା ପରେ ଆଜି ପ୍ରଶାସନ ପକ୍ଷରୁ ଜବରଦଖଲ ଉଚ୍ଛେଦ ପ୍ରକ୍ରିୟା ଆରମ୍ଭ ହୋଇଛି। ଆଜି କପ୍ତିପଦା ବ୍ଲକ ଠାରୁ ଗୋଲେଇ ପର୍ଯ୍ୟନ୍ତ ପ୍ରଥମ ପର୍ଯ୍ୟାୟରେ ଦୁଇ ଦିନ ଜବରଦଖଲ ଉଚ୍ଛେଦ ଆରମ୍ଭ ହୋଇଛି। ଏହା ସହିତ ଦ୍ଵିତୀୟ ପର୍ଯ୍ୟାୟରେ ମାର୍ଚ୍ଚ ମାସରେ ପୁନର୍ବାର ଜବରଦଖଲ ଉଚ୍ଛେଦ ହେବ। ପ୍ରଥମ ପର୍ଯ୍ୟାୟ ଉଚ୍ଛେଦ ସମୟରେ ୧୮୭ ଦୋକାନୀ କରିଥିବା ଜବରଦଖଲ ଉଚ୍ଛେଦ କରାଯାଇଛି। Eviction drive in Kaptipada ,Mayurbhanj #mayurbhanj #NAC #evictiondrive Vist our Website :https://www.pratidintv.com/ Like Our Facebook Page: / pratidinodisha Folllow Us Instagram :-https://www.instagram.com/pratidintv/... Follow On X :- https://x.com/pratidin_tv Subscribe To Our YouTube Channel: / @pratidintvodisha #PratidinTv #PratidinNews #OdishaNews #LatestNews #LatestUpdate #PratidinTvOdisha