У нас вы можете посмотреть бесплатно ବାରମ୍ବାର ପରିସ୍ରା ଲାଗୁଛି କି? | Causes of Frequent Urination in Odia | Dr Priyabrata Das или скачать в максимальном доступном качестве, видео которое было загружено на ютуб. Для загрузки выберите вариант из формы ниже:
Если кнопки скачивания не
загрузились
НАЖМИТЕ ЗДЕСЬ или обновите страницу
Если возникают проблемы со скачиванием видео, пожалуйста напишите в поддержку по адресу внизу
страницы.
Спасибо за использование сервиса ClipSaver.ru
#FrequentUrination #OdiaHealthTips #DoctorAdvice ଦିନରେ ୫ରୁ ୬ ଥର ପରିସ୍ରା ଯିବା ସାଧାରଣ କଥା। କିନ୍ତୁ, ବାରମ୍ବାର ପରିସ୍ରା ଯିବା ଯୋଗୁଁ ଯଦି ଆପଣଙ୍କ ଦୈନନ୍ଦିନ କାର୍ଯ୍ୟରେ ସମସ୍ୟା ସୃଷ୍ଟି ହେଉଛି, ତେବେ ଏହା ଚିନ୍ତାର ବିଷୟ। ତେବେ ଦିନକୁ କେତେ ଥର ପରିସ୍ରା ଯିବା ସାଧାରଣ ଓ କେତେବେଳେ ଏହା ରୋଗର ସଙ୍କେତ। ଆସନ୍ତୁ ଜାଣିବା କ’ଣ କହୁଛନ୍ତି ୟୁରୋଲୋଜିଷ୍ଟ ଡାକ୍ତର ପ୍ରିୟବ୍ରତ ଦାସ। It is common to urinate 5 to 6 times a day. But, if frequent urination is causing problems in your daily routine, it is a matter of concern. So how many times a day is it normal to urinate? When it is a sign of illness? Let's know more from Dr Priyabrata Das, a Urologist. Subscribe Now & Live a Healthy Life! ସ୍ୱାସ୍ଥ୍ୟ ଓ ଜୀବନଶୈଳୀ ଉପରେ ଆଧାରିତ ଓଡ଼ିଆ ଡିଜିଟାଲ୍ ପ୍ଲାଟଫର୍ମ ‘ସ୍ୱାସ୍ଥ୍ୟ ପ୍ଲସ୍’ ସହିତ ଯୋଡ଼ି ହେବା ପାଇଁ ଆମ ୟୁଟ୍ୟୁବ୍ ଚ୍ୟାନେଲ୍ ( / swasthyaplus ) ସବ୍ସ୍କ୍ରାଇବ୍ କରନ୍ତୁ। ନୂଆ ଭିଡିଓ ସଂପର୍କରେ ନୋଟିଫିକେସନ୍ ପାଇବା ପାଇଁ ବେଲ୍ ଆଇକନ୍କୁ ଦବାନ୍ତୁ। ‘ସ୍ୱାସ୍ଥ୍ୟ ପ୍ଲସ୍’ର ଭିଡିଓ ଲିଙ୍କ୍ ଅନ୍ୟମାନଙ୍କ ସହ ମଧ୍ୟ ସେୟାର କରନ୍ତୁ। - ‘ସ୍ୱାସ୍ଥ୍ୟ ପ୍ଲସ୍’ ଟିମ୍ ଓଡ଼ିଶାର ପ୍ରଥମ ସ୍ଵାସ୍ଥ୍ୟ ପୋର୍ଟାଲ https://www.swasthya.plus ଲେଖା ଓ ଭିଡିଓ ମାଧ୍ୟମରେ ସ୍ୱାସ୍ଥ୍ୟ ସଚେତନତା ସମ୍ପର୍କରେ ବିଭିନ୍ନ ବିଷୟ ଉପସ୍ଥାପନ କରୁଛି। କାରଣ ସ୍ୱାସ୍ଥ୍ୟ ହିଁ ସବୁକିଛି! For requesting contact details of doctors - please message Swasthya Plus on Facebook: www.facebook.com/SwasthyaPlusOdia). For feedback and business inquiries, contact Swasthya Plus Odia at hello@odicast.com Swasthya Plus Odia, Odisha's leading destination for Health Tips & Expert Advice in Odia language on health, hygiene, nutrition, lifestyle, and more!