У нас вы можете посмотреть бесплатно ଶୀତ ଦିନେ କେମିତି ନେବେ ତ୍ୱଚାର ଯତ୍ନ? - ଘରୋଇ ଉପଚାର | Dr Kishan Agarwal on Winter Skin Care| Beauty Tips или скачать в максимальном доступном качестве, видео которое было загружено на ютуб. Для загрузки выберите вариант из формы ниже:
Если кнопки скачивания не
загрузились
НАЖМИТЕ ЗДЕСЬ или обновите страницу
Если возникают проблемы со скачиванием видео, пожалуйста напишите в поддержку по адресу внизу
страницы.
Спасибо за использование сервиса ClipSaver.ru
#BeautyTips #HomeRemedies #WinterCare ଶୀତ ଦିନରେ ଥଣ୍ଡା ବଢ଼ିବା କାରଣରୁ ଆମ ତ୍ୱଚା ଅଧିକ ଶୁଷ୍କ ପଡ଼ିଯାଏ। ଫଳରେ ତ୍ୱଚାରେ ବିଭିନ୍ନ ସମସ୍ୟା ଦେଖାଯାଏ। ବିଶେଷ କରି ତ୍ୱଚା ଶୁଖିଯିବା ଠାରୁ ଆରମ୍ଭ କରି ଓଠ ଫାଟିବା, ଗୋଡ଼ ଫାଟିବା ପାଇଁ ଅନେକ ଚିନ୍ତିତ ହୋଇପଡ଼ନ୍ତି। ତେବେ କେମିତି ଏହି ସମସ୍ୟାରୁ ମୁକ୍ତି ପାଇବେ? ତ୍ୱଚାର ଯତ୍ନ ପାଇଁ କ’ଣ ସବୁ ଘରୋଇ ଉପଚାର ଆପଣାଇବେ? ଆସନ୍ତୁ ବିଶିଷ୍ଟ ଚର୍ମରୋଗ ବିଶେଷଜ୍ଞ ଡାକ୍ତର କିଶନ ଅଗରୱାଲଠାରୁ ଏବିଷୟରେ ଅଧିକ ଜାଣିବା। ଏହି ଭିଡିଓରେ ରହିଛି, ଶୁଖିଲା ତ୍ୱଚା ପାଇଁ ଘରୋଇ ଉପଚାର (0:00) ଶୀତ ଦିନେ କେମିତି ନେବେ ଓଠର ଯତ୍ନ? (5:38) ଶୀତ ଦିନେ ତ୍ୱଚାର ଚମକ ପାଇଁ କ’ଣ ଖାଇବେ? (8:49) ଡାକ୍ତରଙ୍କ ପରାମର୍ଶ (10:41) ଯଦି ଆପଣ ଏହି ଭିଡିଓ ଉପରେ ଆଧାରିତ ଲେଖା ପଢ଼ିବାକୁ ଚାହୁଁଛନ୍ତି, କ୍ଲିକ୍ କରନ୍ତୁ: https://www.swasthya.plus/what-are-th... Our skin gets drier due to the cold in Winter. As a result, various skin problems appear. Many are worried about dry skin, chapped lips, cracked heels. So how do you get rid of this problem? What are the home remedies for skincare? Let's find out more from Dr Kishan Agarwal a Dermatologist and Cosmetic Surgeon. In this video, Home remedies for Dry Skin in Winter (0:00) How to take care of Lips in Winter? (5:38) What to eat for skin glow in Winter? (8:49) Doctor’s Advice (10:41) Subscribe Now & Live a Healthy Life! ସ୍ୱାସ୍ଥ୍ୟ ଓ ଜୀବନଶୈଳୀ ଉପରେ ଆଧାରିତ ଓଡ଼ିଆ ଡିଜିଟାଲ୍ ପ୍ଲାଟଫର୍ମ ‘ସ୍ୱାସ୍ଥ୍ୟ ପ୍ଲସ୍’ ସହିତ ଯୋଡ଼ି ହେବା ପାଇଁ ଆମ ୟୁଟ୍ୟୁବ୍ ଚ୍ୟାନେଲ୍ ( / swasthyaplus ) ସବ୍ସ୍କ୍ରାଇବ୍ କରନ୍ତୁ। ନୂଆ ଭିଡିଓ ସଂପର୍କରେ ନୋଟିଫିକେସନ୍ ପାଇବା ପାଇଁ ବେଲ୍ ଆଇକନ୍କୁ ଦବାନ୍ତୁ। ‘ସ୍ୱାସ୍ଥ୍ୟ ପ୍ଲସ୍’ର ଭିଡିଓ ଲିଙ୍କ୍ ଅନ୍ୟମାନଙ୍କ ସହ ମଧ୍ୟ ସେୟାର କରନ୍ତୁ। - ‘ସ୍ୱାସ୍ଥ୍ୟ ପ୍ଲସ୍’ ଟିମ୍ ଓଡ଼ିଶାର ପ୍ରଥମ ସ୍ଵାସ୍ଥ୍ୟ ପୋର୍ଟାଲ https://www.swasthya.plus ଲେଖା ଓ ଭିଡିଓ ମାଧ୍ୟମରେ ସ୍ୱାସ୍ଥ୍ୟ ସଚେତନତା ସମ୍ପର୍କରେ ବିଭିନ୍ନ ବିଷୟ ଉପସ୍ଥାପନ କରୁଛି। କାରଣ ସ୍ୱାସ୍ଥ୍ୟ ହିଁ ସବୁକିଛି! ସ୍ଵାସ୍ଥ୍ୟ ପ୍ଲସର ୟୁଟ୍ୟୁବ୍ ଚ୍ୟାନେଲ ସବ୍ସ୍କ୍ରାଇବ୍ କରନ୍ତୁ। Swasthya Plus Odia, the first health portal of Odisha provides you with Health Tips & Expert Advice in Odia language on hygiene, nutrition, lifestyle, and more!