У нас вы можете посмотреть бесплатно India-Israel Relations Enter New Chapter as PM Modi Arrives in Israel или скачать в максимальном доступном качестве, видео которое было загружено на ютуб. Для загрузки выберите вариант из формы ниже:
Если кнопки скачивания не
загрузились
НАЖМИТЕ ЗДЕСЬ или обновите страницу
Если возникают проблемы со скачиванием видео, пожалуйста напишите в поддержку по адресу внизу
страницы.
Спасибо за использование сервиса ClipSaver.ru
ଭାରତ-ଇସ୍ରାଏଲ୍ ସମ୍ପର୍କରେ ଯୋଡ଼ି ହେବାକୁ ଯାଉଛି ନୂଆ ଅଧ୍ୟାୟ । ଆଜିଠୁ ଦୁଇ ଦିନିଆ ଇସ୍ରାଏଲ୍ ଗସ୍ତରେ ଯାଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ନଅ ବର୍ଷ ମଧ୍ୟରେ ଏହା ମୋଦିଙ୍କ ଦ୍ୱିତୀୟ ଇସ୍ରାଏଲ ଗସ୍ତ । ଇସ୍ରାଏଲ୍ ପ୍ରଧାନମନ୍ତ୍ରୀ ବେଞ୍ଜାମିନ୍ ନେତାନ୍ୟାହୁଙ୍କ ନିମନ୍ତ୍ରଣରେ ମୋଦି ଏହି ଗସ୍ତ କରିଛନ୍ତି । ପୂର୍ବରୁ ୨୦୧୭ରେ ପ୍ରଥମ ଭାରତୀୟ ପ୍ରଧାନମନ୍ତ୍ରୀ ଭାବେ ଇସ୍ରାଏଲ୍ ଗସ୍ତରେ ଯାଇଥିଲେ ମୋଦି । ଏହି ଗସ୍ତ ସମୟରେ ଉଭୟ ପିଏମ୍ ମୋଦି ଓ ଇସ୍ରାଏଲ୍ ପ୍ରଧାନମନ୍ତ୍ରୀ ବେଞ୍ଜାମିନ୍ ନେତାନ୍ୟାହୁ ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗରେ ଆଲୋଚନା କରିବା କାର୍ଯ୍ୟକ୍ରମ ରହିଛି। ବିଶେଷ କରି ପ୍ରତିରକ୍ଷା, ସୁରକ୍ଷା, ବିଜ୍ଞାନ ଓ ପ୍ରଯୁକ୍ତିବିଦ୍ୟା, କୃଷି ଏବଂ ଜଳ ପରିଚାଳନା ଭଳି କ୍ଷେତ୍ରରେ ସହଯୋଗ ବଢ଼ାଇବା ପାଇଁ ବଡ଼ ନିଷ୍ପତ୍ତି ନିଆଯାଇପାରେ। ଦ୍ୱିପାକ୍ଷିକ ସମ୍ପର୍କ ସହ ଆଞ୍ଚଳିକ ଓ ବିଶ୍ୱସ୍ତରୀୟ ପ୍ରସଙ୍ଗରେ ମଧ୍ୟ ଦୁଇ ନେତାଙ୍କ ମଧ୍ୟରେ ଆଲୋଚନା ହେବ ବୋଲି ବୈଦେଶିକ ମନ୍ତ୍ରାଳୟ ପକ୍ଷରୁ ସୂଚନା ଦିଆଯାଇଛି। ଏଥିସହ ଇସ୍ରାଏଲ୍ ରାଷ୍ଟ୍ରପତି ଇସାକ୍ ହର୍ଜୋଗଙ୍କୁ ମଧ୍ୟ ସାକ୍ଷାତ କରିବେ ପ୍ରଧାନମନ୍ତ୍ରୀ ମୋଦି।.. #IndiaIsrael_NarendraModi #IsraelPM_BenjaminNetanyahu #Diplomacy_IndiaIsrael #InternationalRelations #BilateralCooperation #DefenseSecurity #ScienceTechnology #AgricultureWater #ModiIsraelVisit2026 #IndiaIsraelDiplomacy #OdishaTV #OTV Prime Minister Narendra Modi has begun a two-day official visit to Israel, marking his second visit this year. Invited by Israeli Prime Minister Benjamin Netanyahu, Modi will discuss strengthening bilateral ties in key sectors including defense, security, science & technology, agriculture, and water management. During the visit, PM Modi will also meet Israel President Isaac Herzog, highlighting the strategic and diplomatic importance of India-Israel relations. Both leaders are expected to discuss regional and global issues as well. For latest news updates follow us on WhatsApp: https://whatsapp.com/channel/0029VaYN... OdishaTV is Odisha's no 1 News Channel. OTV being the first private satellite TV channel in Odisha carries the onus of charting a course that behoves its pioneering efforts. Accordingly its charter objectives are FREE, FAIR and UNBIASED. OTV delivers reliable information across all platforms: TV, Internet and Mobile. Stay tuned for all the breaking news ! Visit Our Website https://odishatv.in/ News In Odia: http://otvkhabar.in/ Android App: https://bit.ly/OTVAndroidApp iOS App: https://bit.ly/OTViOSApp Watch Live: https://odishatv.in/live-tv YouTube: https://goo.gl/Ehz6OP Watch our latest news in English: https://bit.ly/3wTgKxc Facebook: / otvkhabar OTV English Facebook : / otvnews Telegram @otvtelegram @otvkhabar Twitter: / otvnews Instagram: / otvnews #OdishaTV #OTV