У нас вы можете посмотреть бесплатно ଆମେ ସମସ୍ତେ ଭାରତୀୟ ( ସତ୍ୟ ସମାଚାର -313 ) || REV. NIRANJAN TURUK || 26-01-2026 или скачать в максимальном доступном качестве, видео которое было загружено на ютуб. Для загрузки выберите вариант из формы ниже:
Если кнопки скачивания не
загрузились
НАЖМИТЕ ЗДЕСЬ или обновите страницу
Если возникают проблемы со скачиванием видео, пожалуйста напишите в поддержку по адресу внизу
страницы.
Спасибо за использование сервиса ClipSaver.ru
1. ଦୈନିକ ଆମ ଦେଶ ପାଇଁ ପ୍ରାର୍ଥନା କରିବା “ଆମ୍ଭେମାନେ ଯେପରି ସର୍ବତୋଭାବେ ଈଶ୍ଵର-ପରାୟଣତା ଓ ଭଦ୍ରତା ସହ ଶାନ୍ତି ଓ ନିର୍ବିଘ୍ନତାରେ ଜୀବନ ଯାପନ କରି ପାରୁ, ଏଥିନିମନ୍ତେ ସର୍ବସାଧାରଣ ଲୋକଙ୍କ ପାଇଁ, ରାଜା ଓ ଶାସନକର୍ତ୍ତା ସମସ୍ତଙ୍କ ପାଇଁ ନିବେଦନ, ପ୍ରାର୍ଥନା, ବିନତି ଓ ଧନ୍ୟବାଦ ଉତ୍ସର୍ଗ କରିବା ନିମନ୍ତେ ମୁଁ ସର୍ବପ୍ରଥମେ ଅନୁରୋଧ କରୁଅଛି।” ୧ ତୀମଥି 2:1-2 “ଦୁଷ୍ଟ ଲୋକ ଆପଣା ମନ୍ଦକର୍ମରେ ତଡ଼ି ଦିଆଯାଏ, ମାତ୍ର ମରଣକାଳରେ ଧାର୍ମିକର ଆଶ୍ରୟ ଥାଏ।” ହିତୋପଦେଶ 14:32 2. ଆମେ ସତ୍କର୍ମ କରିବା “ତୁମ୍ଭେମାନେ ପୃଥିବୀର ଲବଣ, କିନ୍ତୁ ଲବଣ ଯଦି ସ୍ଵାଦବିହୀନ ହୁଏ, ତେବେ ତାହା କାହିଁରେ ଲବଣତ୍ଵଯୁକ୍ତ ହେବ? ତାହା ଆଉ କୌଣସି କାର୍ଯ୍ୟଯୋଗ୍ୟ ନୁହେଁ, କେବଳ ବାହାରେ ପକାଯାଇ ଲୋକମାନଙ୍କ ପାଦ ତଳେ ଦଳିତ ହେବାର ଯୋଗ୍ୟ।” ମାଥିଉ 5:13 “ତୁମ୍ଭେମାନେ ଜଗତର ଜ୍ୟୋତିଃ। ପର୍ବତ ଉପରେ ସ୍ଥାପିତ ନଗର ଗୁପ୍ତ ହୋଇ ରହି ନ ପାରେ; କିବା ଲୋକମାନେ ଦୀପ ଜାଳି ମାଣ ତଳେ ରଖନ୍ତି ନାହିଁ, ମାତ୍ର ଦୀପରୁଖା ଉପରେ ରଖନ୍ତି, ସେଥିରେ ତାହା ଗୃହରେ ଥିବା ସମସ୍ତ ଲୋକଙ୍କୁ ଆଲୋକ ଦିଏ। ସେହିପ୍ରକାରେ ତୁମ୍ଭମାନଙ୍କର ଆଲୋକ ଲୋକଙ୍କ ସାକ୍ଷାତରେ ପ୍ରକାଶ ପାଉ, ଯେପରି ସେମାନେ ତୁମ୍ଭମାନଙ୍କ ସତ୍କର୍ମ ଦେଖି ତୁମ୍ଭମାନଙ୍କ ସ୍ଵର୍ଗସ୍ଥ ପିତାଙ୍କର ମହିମା କୀର୍ତ୍ତନ କରିବେ।” ମାଥିଉ 5:14-16 3. ଦେଶର ସାମ୍ୱବୃଦ୍ଧି , ଶାନ୍ତି , ପ୍ରଗତି, ଉନ୍ନତି ପାଇଁ ଚେଷ୍ଟା କରିବା “ପୁଣି, ଆମ୍ଭେ ଯେଉଁ ନଗରରେ ତୁମ୍ଭମାନଙ୍କୁ ନିର୍ବାସିତ କରାଇଅଛୁ, ତହିଁର ଶାନ୍ତି ଚେଷ୍ଟା କର ଓ ତହିଁ ନିମନ୍ତେ ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କର, କାରଣ ତହିଁର ଶାନ୍ତିରେ ତୁମ୍ଭମାନଙ୍କର ଶାନ୍ତି ହେବ।” ଯିରିମୀୟ 29:7 4. ଶାସନକର୍ତ୍ତା ମାନଙ୍କ ବଶୀଭୂତ ହେବା “ପ୍ରତ୍ୟେକ ଜଣ ଅଧିକାର ପ୍ରାପ୍ତ ଶାସନକର୍ତ୍ତାଙ୍କ ବଶୀଭୂତ ହେଉ, କାରଣ ଅଧିକାର କେବଳ ଈଶ୍ଵରଙ୍କଠାରୁ ଆସେ, ଆଉ ଯେସମସ୍ତ ଅଧିକାରପ୍ରାପ୍ତ ଶାସନକର୍ତ୍ତା ଅଛନ୍ତି; ସେମାନେ ଈଶ୍ଵରଙ୍କ ଦ୍ଵାରା ନିଯୁକ୍ତ। ଅତଏବ, ଯେ ଅଧିକାର ପ୍ରତିରୋଧ କରେ, ସେ ଈଶ୍ଵରଙ୍କ ବିଧାନର ପ୍ରତିରୋଧ କରେ; ପୁଣି ଯେଉଁମାନେ ପ୍ରତିରୋଧ କରନ୍ତି, ସେମାନେ ଆପଣା ଆପଣା ଉପରେ ଦଣ୍ତ ଘଟାଇବେ।” ରୋମୀୟ 13:1-2 5. ସମସ୍ତଙ୍କ ସହିତ ଶାନ୍ତିରେ ରହିବା “ସମ୍ଭବ ହେଲେ, ତୁମ୍ଭର ଯେତେ ପର୍ଯ୍ୟନ୍ତ ସାଧ୍ୟ, ସମସ୍ତ ଲୋକଙ୍କ ସହିତ ଶାନ୍ତିରେ ରୁହ।” ରୋମୀୟ 12:18 " ଆମେ ସମସ୍ତେ ଭାରତୀୟ ଆମ ଦେଶର ଯତ୍ନନେବା "