У нас вы можете посмотреть бесплатно GAHANI - Biswakarma Nka Mahatmya | ଗାହାଣୀ - ବିଶ୍ୱକର୍ମାଙ୍କ ମାହାତ୍ମ୍ୟ | Sri Charana | Sidharth Music или скачать в максимальном доступном качестве, которое было загружено на ютуб. Для скачивания выберите вариант из формы ниже:
Если кнопки скачивания не
загрузились
НАЖМИТЕ ЗДЕСЬ или обновите страницу
Если возникают проблемы со скачиванием, пожалуйста напишите в поддержку по адресу внизу
страницы.
Спасибо за использование сервиса savevideohd.ru
ଦେବଶିଳ୍ପୀ ବିଶ୍ୱକର୍ମା ଅନ୍ୟ ଅର୍ଥରେ ବିଶ୍ୱର ସୃଷ୍ଟିକର୍ତ୍ତା ସେସମସ୍ତ ଶିଳ୍ପ ଓ ଶିଳ୍ପୀଙ୍କ କୁଳଦେବତା । ପୁରାଣମତେ ସେ ଅଷ୍ଟମ ବସୁଦେବତା ପ୍ରଭାସଙ୍କ ଔରସରେ ଯୋଗସିଦ୍ଧାଙ୍କ ଗର୍ଭରୁ ଜନ୍ମଗ୍ରହଣ କରିଥିଲେ । ମତାନ୍ତରେ ପ୍ରଜାପିତା ବ୍ରହ୍ମାଙ୍କ ନାଭି କମଳରୁ ଦେବଶିଳ୍ପୀ ବିଶ୍ୱକର୍ମାଙ୍କ ଜନ୍ମ । ଚତୁର୍ଭୁଜ ବିଶ୍ୱକର୍ମା, ବାମ ଉପର ହାତରେ ବଟାଳି ଓ ବାମ ତଳ ହାତରେ ମାର୍ତ୍ତୁଲି, ଦକ୍ଷିଣ ଉପର ହାତରେ ଚକ୍ର ଓ ତଳ ହାତରେ ଆଶୀର୍ବାଦ କରୁଥିବାର ଦୃଷ୍ଟିଗୋଚର ହେଇଥାନ୍ତି । ଦିବ୍ୟ ବସ୍ତ୍ର ପରିହିତ ଗଳାରେ ରତ୍ନହାର, ଅନୁପମ ରତ୍ନଅଳଙ୍କାରରେ ବିଭୂଷିତ, କର୍ଣ୍ଣରେ ମକର କୁଣ୍ଡଳ । ସେ ଜ୍ଞାନ ଓ ଅବସ୍ଥାରେ ସମୃଦ୍ଧ ହୋଇଥିଲେ ମଧ୍ୟ କିଶୋର ପରି ପ୍ରତିଭାତ । ଅତ୍ୟନ୍ତ ସୁନ୍ଦର ତେଜସ୍ୱୀ କାମଦେବଙ୍କ ପରି କାନ୍ତିମାନ ଅଟନ୍ତି । ବିଶ୍ୱକର୍ମା ସକଳ ଶିଳ୍ପକଳାର ଜନକ । ବ୍ରହ୍ମାଙ୍କ ନିର୍ଦ୍ଦେଶରେ ବିଶ୍ୱକର୍ମା ସମଗ୍ର ସୃଷ୍ଟି ରଚନା କରିଥିଲେ । ଦେବତାମାନଙ୍କର ସମସ୍ତ ଶସ୍ତ୍ର ବିମାନ ଆଦି ଏହାଙ୍କଦ୍ୱାରା ବିନିର୍ମିତ । ସ୍ୱର୍ଗର ଅମରାବତୀ ହିଁ ତାଙ୍କ ନିର୍ମାଣର ଶ୍ରେଷ୍ଠ ନିଦର୍ଶନ । ଦେବଶିଳ୍ପୀ ବିଶ୍ୱକର୍ମା କନ୍ୟା ସଂକ୍ରାନ୍ତିରେ ମର୍ତ୍ତ୍ୟରେ ଆବିର୍ଭୂତ ହୋଇଥିଲେ ତେଣୁ ଏହି ଭାଦ୍ରବ ମାସ, କନ୍ୟା ସଂକ୍ରାନ୍ତି ଦିନ ବିଶ୍ୱକର୍ମାଙ୍କ ଚତୁର୍ଭୁଜ ମୂର୍ତ୍ତି ପୂଜା ପାଳନ କରାଯାଏ । --------------------------------------------------------- Song : Debasilpi Biswakarma Mahatmya Gahani Singer : Sri Charana Lyrics : Dillip Jena Music Director : Puratana Video Artist : Sri Charana Album : Debasilpi Biswakarma Mahatmya Gahani Album No : SM - 3699 Music Label : Sidharth Music ------------------------------------------------------- ♪ Full Song Available on ♪ JioSaavn : https://bit.ly/3c66J61 Wynk : Gaana : https://bit.ly/3iHHlGA Apple Music : https://apple.co/3mloiUu Amazon Prime Music : https://amzn.to/2ZHOEGI Spotify : https://spoti.fi/32FqFtL Resso : Also available on ITunes --------------------------------------------------- Watch & Subscribe to our other YouTube Channels: 👉 Sidharth Bhakti : / sidharthbhakti 👉 Sidharth Music: / sidharthmusic 👉 Sidharth TV : / sidharthtv 👉 Namita Agrawal : / namitaagrawal ----------------------------------------------------- Enjoy & stay connected with us! 👉 Like us on Facebook : / sidharthbhaktiodia ----------------------------------------------------- #OdiaBhaktidhara #SidharthMusic #SidharthBhakti #SidharthTV #NamitaAgrawal #SitaramAgrawal