У нас вы можете посмотреть бесплатно Odia Danda Nacha - HADI HADIANI ଦଣ୍ଡନାଚ - ହାଡି ହାଡିଆଣୀ | Sidharth Bhakti или скачать в максимальном доступном качестве, видео которое было загружено на ютуб. Для загрузки выберите вариант из формы ниже:
Если кнопки скачивания не
загрузились
НАЖМИТЕ ЗДЕСЬ или обновите страницу
Если возникают проблемы со скачиванием видео, пожалуйста напишите в поддержку по адресу внизу
страницы.
Спасибо за использование сервиса ClipSaver.ru
ଦଣ୍ଡନାଚ - ହାଡି ହାଡିଆଣୀ Danda Nacha - HAADI HAADIANI ଦଣ୍ଡନାଚ ଓଡ଼ିଶାର ଏକ ପ୍ରାଚୀନ ଓ ପାରମ୍ପରିକ ନାଚ । ଏହା ଗଞ୍ଜାମ ଜିଲ୍ଲାର ଏକ ଲୋକ ପର୍ବ। ଏହା ଗ୍ରାମାଞ୍ଚଳରେ ଏହା କାମନା ଦଣ୍ଡ ଭାବେ ପରିଚିତ। ଏହି ନୃତ୍ୟ ଧର୍ମିୟ ଧାରଣା ଏବଂ ଈଶ୍ୱର ବିଶ୍ୱାସ ଉପରେ ପ୍ରତିଷ୍ଠିତ । ଏହି ପର୍ବରେ ମିଶିଥିବା ଭକ୍ତଙ୍କୁ ଦଣ୍ଡୁଆ ବା ଭୋକ୍ତା କୁହାଯାଏ । ଭୋକ୍ତାମାନେ ବହୁ କଷ୍ଟ କରି ଶରୀରକୁ ଦଣ୍ଡ ଦେଉଥିବାରୁ ଏହାକୁ ଦଣ୍ଡନାଚ କୁହାଯାଏ । ଦଣ୍ଡ ନାଟରେ ମିଶିବାଦ୍ୱାରା ମା'କାଳୀଙ୍କ କୃପାରୁ ପାପ ଓ ଦୁଖ ଦୂର ହୋଇ ମାନବ ଶାନ୍ତି ଓ ଧନ ପ୍ରାପ୍ତ ହୁଏ ବୋଲି ବିଶ୍ୱାସକରି ଓଡ଼ିଶାବାସୀ ଏହି ପର୍ବକୁ ପାଳନ କରନ୍ତି । ଥରେ ଦକ୍ଷ ପ୍ରଜାପତି ଯଜ୍ଞର ଆୟୋଜନ କରି ନିଜ କନ୍ୟା ସତୀ ଓ ଜାମାତା ଶିବଙ୍କ ବ୍ୟତୀତ ସବୁ ଦେବତାମାନଙ୍କୁ ଆମନ୍ତ୍ରିତ କରିଥିଲେ। ଅନିମନ୍ତ୍ରିତ ଭାବରେ ସତୀ ଯଜ୍ଞସ୍ଥଳକୁ ଯିବାରୁ ଦକ୍ଷ ତାଙ୍କୁ ଭର୍ତ୍ସନା କରିବା ସହିତ ଶିବଙ୍କୁ ଅପମାନ ଦେଇ ଅନେକ କଥା କହିଲେ। ଏହା ସହି ନ ପାରି ସତୀ ଯଜ୍ଞକୁଣ୍ଡରେ ଝାସଦେଇ ପ୍ରାଣତ୍ୟାଗ କଲେ। ଏହି ସମ୍ବାଦ ପାଇ ଶିବ କ୍ରୋଧାନ୍ୱିତ ହୋଇ ଦକ୍ଷଙ୍କର ଶିରଚ୍ଛେଦନ କରିଥିଲେ। ତାଙ୍କର ଉଗ୍ରରୂପକୁ ଶାନ୍ତ କରିବାପାଇଁ ଦକ୍ଷ ପତ୍ନୀ ପ୍ରସୂତୀ ଅର୍ଘ୍ୟ ଦେଇ ବନ୍ଦା କରିବାକୁ ଆସନ୍ତେ ଶିବଙ୍କର ଦିଗମ୍ବର ରୂପକୁ ଦେଖି ତାଙ୍କୁ ଲିଙ୍ଗରୂପରେ ପୂଜା ପାଇବାକୁ ଅଭିଶାପ ପ୍ରଦାନ କଲେ। ଅଭିଶାପ ହେତୁ ଶିବଲିଙ୍ଗ ଭୂପତିତ ହେଲା ଏବଂ ଆଦିଶକ୍ତି ଉଭା ହୋଇ ଏହି ଲିଙ୍ଗକୁ ଧାରଣ କଲେ। ସେହିଦିନଠାରୁ ଶିବଶକ୍ତି ଦଣ୍ଡ ଓ ଘଡ଼ି ରୂପରେ ପୂଜା ପାଇଥାନ୍ତି। ବ୍ରହ୍ମା ଏହି ଦଣ୍ଡ-ଘଡ଼ି ପୂଜା କରିବାକୁ ଚଢ଼େଇଆକୁ ଦେଲେ। ସେହି ଦିନଠାରୁ ଦଣ୍ଡଯାତ୍ରାର ଆରମ୍ଭ ହେଲା। #SidharthBhakti #SidharthTV #NamitaAgrawal #SidharthMusic #OdiaAgana #SitaramAgrawal #odiabhajan #odiasong #jayjagannathtv