У нас вы можете посмотреть бесплатно Heavy Rain Likely Across Odisha for 3 Days, Thunderstorms and Strong Winds Forecast или скачать в максимальном доступном качестве, видео которое было загружено на ютуб. Для загрузки выберите вариант из формы ниже:
Если кнопки скачивания не
загрузились
НАЖМИТЕ ЗДЕСЬ или обновите страницу
Если возникают проблемы со скачиванием видео, пожалуйста напишите в поддержку по адресу внизу
страницы.
Спасибо за использование сервиса ClipSaver.ru
ଆସୁଛି ଏକ ବଡ଼ ବର୍ଷା! ରାଜ୍ୟରେ ଆସୁଛି ଏକ ବଡ଼ ବର୍ଷା। ଆଜିଠାରୁ ୩ ଦିନ ପର୍ଯ୍ୟନ୍ତ ରାଜ୍ୟର ଅଧିକାଂଶ ଜିଲ୍ଲାରେ ବର୍ଷାର ସମ୍ଭାବନା ନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ ବିଭାଗ। ବିଶେଷ କରି ଉତ୍ତର ଉପକୂଳବର୍ତ୍ତୀ ଜିଲ୍ଲା ଗୁଡ଼ିକର ଗୋଟିଏ ଦୁଇଟି ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହୋଇପାରେ। ଏଥିଲାଗି ଆଜି ପାଇଁ ୧୨ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।ଆସନ୍ତାକାଲି ପାଇଁ ୨୪ଟି ଜିଲ୍ଲାକୁ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ। ଏଥିମଧ୍ୟରୁ ୪ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣି ଜାରି ହୋଇଛି। ଏହି ଜିଲ୍ଲାଗୁଡିକରେ ବିଜୁଳି ଘଡ଼ଘଡି ସହ ପ୍ରବଳ ବର୍ଷା ହେବା ସହ ୪୦ରୁ ୫୦ କିଲୋମିଟର ବେଗରେ ପବନ ବହିପାରେ। ସେହିଭଳି ୟେଲୋ ୱାର୍ଣ୍ଣିଂ ଜାରି ହୋଇଥିବା ଜିଲ୍ଲା ଗୁଡିକରେ ବିଜୁଳି ଘଡଘଡି ବର୍ଷା ସହ ୩୦ରୁ ୪୦ କିମି ବେଗରେ ପବନ ବହିବ। ସେହିପରି ପ୍ରବଳ ଗୁଳୁଗୁଳି ନେଇ ବି ସତର୍କ କରାଇଛି ପାଣିପାଗ ବିଭାଗ ।... #OdishaWeather_RMC #OdishaRainAlert #IndiaMeteorology_Odisha #OdishaWeatherWarning #HeavyRainForecast #ThunderstormAlert #StrongWinds #WeatherUpdate #Odisha3DayRainForecast #OrangeWarningWeather_Odisha #ThunderstormAlert_Odisha #OdishaTV #OTV For latest news updates follow us on WhatsApp: https://whatsapp.com/channel/0029VaYN... OdishaTV is Odisha's no 1 News Channel. OTV being the first private satellite TV channel in Odisha carries the onus of charting a course that behoves its pioneering efforts. Accordingly its charter objectives are FREE, FAIR and UNBIASED. OTV delivers reliable information across all platforms: TV, Internet and Mobile. Stay tuned for all the breaking news ! Visit Our Website https://odishatv.in/ News In Odia: http://otvkhabar.in/ Android App: https://bit.ly/OTVAndroidApp iOS App: https://bit.ly/OTViOSApp Watch Live: https://odishatv.in/live-tv YouTube: https://goo.gl/Ehz6OP Watch our latest news in English: https://bit.ly/3wTgKxc Facebook: / otvkhabar OTV English Facebook : / otvnews Telegram @otvtelegram @otvkhabar Twitter: / otvnews Instagram: / otvnews #OdishaTV #OTV