У нас вы можете посмотреть бесплатно ଆପଣ ସେଠି କାହିଁକି ଅଛନ୍ତି ? ( ସତ୍ୟ ସମାଚାର - 332 ) || REV. NIRANJAN TURUK || 19-02-2026 или скачать в максимальном доступном качестве, видео которое было загружено на ютуб. Для загрузки выберите вариант из формы ниже:
Если кнопки скачивания не
загрузились
НАЖМИТЕ ЗДЕСЬ или обновите страницу
Если возникают проблемы со скачиванием видео, пожалуйста напишите в поддержку по адресу внизу
страницы.
Спасибо за использование сервиса ClipSaver.ru
ଯିଖରୀୟ 14:20-21 ସେଦିନ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପବିତ୍ର, ଏହି କଥା ଅଶ୍ଵଗଣର ଘଣ୍ଟିରେ ଲେଖା ହେବ ଓ ସଦାପ୍ରଭୁଙ୍କ ଗୃହର ହାଣ୍ତିସବୁ ଯଜ୍ଞବେଦି ସମ୍ମୁଖସ୍ଥ ପାତ୍ରସବୁର ତୁଲ୍ୟ ହେବ। ହଁ, ଯିରୂଶାଲମର ଓ ଯିହୁଦାର ହାଣ୍ତିସବୁ ସୈନ୍ୟାଧିପତି ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପବିତ୍ର ହେବ; ଆଉ, ଯଜ୍ଞକାରୀ ସମସ୍ତେ ଆସି ସେହି ହାଣ୍ତି ମଧ୍ୟରୁ ନେଇ ତହିଁରେ ପାକ କରିବେ; ପୁଣି, ସେ ଦିନ ସୈନ୍ୟାଧିପତି ସଦାପ୍ରଭୁଙ୍କ ଗୃହରେ କିଣାନୀୟ କୌଣସି ଲୋକ ଆଉ ନ ଥିବ।