У нас вы можете посмотреть бесплатно ହୋଟେଲ୍ରୁ ଇଞ୍ଜିନିୟରିଂ ଛାତ୍ରଙ୍କ ସନ୍ଦେହଜନକ ମୃତ୍ୟୁ, ହତ୍ୟା ଅଭିଯୋଗ ଆଣିଲେ ପରିବାର | Bhubaneswar News или скачать в максимальном доступном качестве, видео которое было загружено на ютуб. Для загрузки выберите вариант из формы ниже:
Если кнопки скачивания не
загрузились
НАЖМИТЕ ЗДЕСЬ или обновите страницу
Если возникают проблемы со скачиванием видео, пожалуйста напишите в поддержку по адресу внизу
страницы.
Спасибо за использование сервиса ClipSaver.ru
ହୋଟେଲ୍ରୁ ମିଳିଲା ଯୁବକଙ୍କ ମୃତଦେହ । ଭୁବନେଶ୍ୱରର ଏକ ହୋଟେଲ୍ ରୁମ୍ରୁ ସନ୍ଦେହଜନକ ଅବସ୍ଥାରେ ମିଳିଛି ଇଞ୍ଜିନିୟରିଂ ଛାତ୍ରଙ୍କ ମୃତଦେହ । ମୃତ ଯୁବକ ହେଲେ ବିବୁନା ପ୍ରଧାନ । କମିଶନରେଟ୍ ପୋଲିସ ଘଟଣାସ୍ଥଳରେ ପହଞ୍ଚି ଛାନ୍ଭିନ୍ ଆରମ୍ଭ କରିଛି, ନିଜ ଗାର୍ଲଫ୍ରେଣ୍ଡ ସହ ହୋଟେଲ୍ ଆସିଥିଲେ ବିବୁନା ପ୍ରଧାନ । ସେଠାରେ ଖାଦ୍ୟ ଖାଇବା ପରେ ଉଭୟ ଶୋଇବାକୁ ଯାଇଥିଲେ । ହେଲେ ଶୁକ୍ରବାର ଦିନ ହଠାତ୍ ଲିଙ୍ଗରାଜ ଥାନା ପୋଲିସକୁ ଆସିଥିଲା ଫୋନ୍ କଲ୍ । ଯେଉଁଥିରେ ହୋଟେଲରେ ଜଣେ ଯୁବକ ସନ୍ଦେହ ଜନକ ଅବସ୍ଥାରେ ପଡିଥିବାର ଖବର ଆସିଥିଲା । ଏହାପରେ ପୋଲିସ ଘଟଣାସ୍ଥଳରେ ପହଞ୍ଚି ଯୁବକଙ୍କୁ ଉଦ୍ଧାର କରି ନିକଟସ୍ଥ ମେଡିକାଲକୁ ନେଇଥିଲା । ହେଲେ ସେଠାରେ ଡାକ୍ତର ଉକ୍ତ ଯୁବକଙ୍କୁ ମୃତ ଘୋଷଣା କରିଛନ୍ତି #bhubaneswarnews #prameyanews7 #enginneringstudent #bibunapradhan #hotelroom Prameya News7, is a leading Odia News Channel of Odisha, India. Prameya News7 provides Fair, Unbiased news from Odisha and beyond. For Latest News Follow us on: Website: http://www.prameyanews7.com/ YouTube: / prameyanews7odia Twitter: / news7odia Facebook: / news7odia Instagram: / prameyanews7 Podcast: • News7 Podcast Playlists :- Doctor's Pathshala: • Doctor's Pathshala ରୋଜଗାର: • ROJAGAR | ରୋଜଗାର | News7 Odia Maganna Oligi: • Maganna Oligi ଆରୋଗ୍ୟମ: • Arogyam ବଜାର News: • ବଜାର News | Bazar News ବିଜନେସ ବିଶେଷ: • ବିଜନେସ ବିଶେଷ | Business Bisesh Biswas Abiswas Andhabiswas: • Biswas Abiswas Andhabiswas Face To Face: • Face To Face Ebe Bi Rahasya: • Ebe Bi Rahasya Explore Odisha Season 3: • Explore Odisha Season 3 Breakfast Odisha: • Breakfast Odisha News7 Digital Special Stories: • Digital Special Stories #PrameyaNews7 #News7 #OdishaNews