У нас вы можете посмотреть бесплатно ମା ବିରଜାଙ୍କ ଜନ୍ମୋତ୍ସବରେ ,ଦର୍ଶନ ପାଇଁ ଲାଗିଛି ଭକ୍ତଙ୍କ ଭିଡ଼ !Crowd Of Devotees At Biraja Temple , Jajpur или скачать в максимальном доступном качестве, видео которое было загружено на ютуб. Для загрузки выберите вариант из формы ниже:
Если кнопки скачивания не
загрузились
НАЖМИТЕ ЗДЕСЬ или обновите страницу
Если возникают проблемы со скачиванием видео, пожалуйста напишите в поддержку по адресу внизу
страницы.
Спасибо за использование сервиса ClipSaver.ru
ମା’ ବିରଜାଙ୍କ ଜନ୍ମୋତ୍ସବରେ ଦର୍ଶନ ପାଇଁ ଭକ୍ତଙ୍କ ଭିଡ଼ । ଆଜି ପବିତ୍ର ତ୍ରିବେଣୀ ଅମାବାସ୍ୟା। ଯାଜପୁରର ଅଧିଷ୍ଠାତ୍ରୀ ଦେବୀ ମା’ ବିରଜାଙ୍କ ସ୍ୱନକ୍ଷତ୍ର ବା ଜନ୍ମୋତ୍ସବ। ପରମ୍ପରା ଅନୁଯାୟୀ ସମସ୍ତ କାର୍ଯ୍ୟ ସ୍ଥିର କରାଯାଇଥିବାବେଳେ ସାଧାରଣ ଭକ୍ତଙ୍କ ଦର୍ଶନ ପାଇଁ ବ୍ୟାପକ ବ୍ୟବସ୍ଥା କରାଯାଇଛି । ବ୍ରାହ୍ମମୁହୂର୍ତ୍ତରେ ଦେବୀଙ୍କ ନିତ୍ୟସ୍ନାନ ଓ ବେଶ କାର୍ଯ୍ୟ ସରିବା ପରେ ୭.୧୩ରୁ ୭.୩୦ ମଧ୍ୟରେ ମିନିଟ ଦେବୀଙ୍କୁ ସ୍ୱନକ୍ଷତ୍ର ବିହିତ ମହାସ୍ନାନ କରାଯିବ। ସ୍ନାନ ପରେ ଚନ୍ଦନ ବେଶ, ସାବିତ୍ରୀ ବେଶ ଓ ଅଳଙ୍କାର ବେଶ ହେବ। Crowd Of Devotees At Biraja Temple , Jajpur #jajpur #BirajaTemple #devotees Vist our Website :https://www.pratidintv.com/ Like Our Facebook Page: / pratidinodisha Folllow Us Instagram :-https://www.instagram.com/pratidintv/... Follow On X :- https://x.com/pratidin_tv Subscribe To Our YouTube Channel: / @pratidintvodisha #PratidinTv #PratidinNews #OdishaNews #LatestNews #LatestUpdate #PratidinTvOdisha