У нас вы можете посмотреть бесплатно ବିଶିଷ୍ଟ ସାହିତ୍ୟିକା ଓ ଶିକ୍ଷାବିତ ପ୍ରଫେସର ଡ. ଗାୟତ୍ରୀବାଳା ପଣ୍ଡାଙ୍କୁ ଯୁଗଶ୍ରୀ ଯୁଗନାରୀ ସାରସ୍ୱତ ସମ୍ମାନ... или скачать в максимальном доступном качестве, видео которое было загружено на ютуб. Для загрузки выберите вариант из формы ниже:
Если кнопки скачивания не
загрузились
НАЖМИТЕ ЗДЕСЬ или обновите страницу
Если возникают проблемы со скачиванием видео, пожалуйста напишите в поддержку по адресу внизу
страницы.
Спасибо за использование сервиса ClipSaver.ru
#nandighoshatv #odisha #bhubaneswar ପ୍ରତିଷ୍ଠିତ ସାହିତ୍ୟ ପତ୍ରିକା ଯୁଗଶ୍ରୀ ଯୁଗନାରୀର ବାର୍ଷିକ ସାରସ୍ୱତ ଓ ସମ୍ବର୍ଦ୍ଧନା ସମାରୋହ। ରାଜ୍ୟ ସରକାରଙ୍କ ଭାଷା,ସାହିତ୍ୟ ଓ ସଂସ୍କୃତି ବିଭାଗ ଆନୁକୂଲ୍ୟରେ ଭୁବନେଶ୍ୱରସ୍ଥିତ ଜୟଦେବ ଭବନରେ ପତ୍ରିକାର ସମ୍ପାଦିକା ମମତା ମହାପାତ୍ରଙ୍କ ସଭାପତିତ୍ୱରେ ଉତ୍ସବ ଅନୁଷ୍ଠିତ ହୋଯାଇଛି । ଏହି ସାରସ୍ୱତ ସମାରୋହରେ ୨୦୨୬ ମସିହା ପାଇଁ ବିଶିଷ୍ଟ ସାହିତ୍ୟିକା ଓ ଶିକ୍ଷାବିତ୍ ପ୍ରଫେସର ଡ. ଗାୟତ୍ରୀବାଳା ପଣ୍ଡାଙ୍କୁ ଯୁଗଶ୍ରୀ ଯୁଗନାରୀ ସାରସ୍ୱତ ସମ୍ମାନ କରାଯାଇଥିଲା । Nandighosha TV is the fastest growing television channel in Odisha and delivers reliable information across all platforms including Television, Internet and Mobile. Visit Our Website: http://nandighoshatv.com/ Watch Live: http://nandighoshatv.com/live/ Whatsapp: https://whatsapp.com/channel/0029Va5P... YouTube: / nandighoshatv Facebook: / nandighoshatv Twitter: / nandighoshatv Instagram: / nandighoshatv