У нас вы можете посмотреть бесплатно Union Budget 2026: ₹53.5 Lakh Crore Allocation, Key Announcements for Odisha или скачать в максимальном доступном качестве, видео которое было загружено на ютуб. Для загрузки выберите вариант из формы ниже:
Если кнопки скачивания не
загрузились
НАЖМИТЕ ЗДЕСЬ или обновите страницу
Если возникают проблемы со скачиванием видео, пожалуйста напишите в поддержку по адресу внизу
страницы.
Спасибо за использование сервиса ClipSaver.ru
କେନ୍ଦ୍ର ଅର୍ଥ ଏବଂ କର୍ପୋରେଟ୍ ବ୍ୟାପାର ମନ୍ତ୍ରୀ ନିର୍ମଳା ସୀତାରମଣ ନବମ ଥର ପାଇଁ ସଂସଦରେ ବଜେଟ୍ ଉପସ୍ଥାପନ କରିଛନ୍ତି । ଚଳିତ ବଜେଟରେ ମୋଟ 53 ଲକ୍ଷ 50 ହଜାର କୋଟି ଟଙ୍କାର ବ୍ୟୟ ବରାଦ କରାଯାଇଛି । ଦୀର୍ଘସ୍ଥାୟୀ ଆର୍ଥିକ ଅଭିବୃଦ୍ଧି, ଭିତ୍ତିଭୂମି ନିର୍ମାଣ, ସାମର୍ଥ୍ୟ ବିକାଶ ଏବଂ ସବକା ସାଥ୍ ସବକା ବିକାଶ ପାଇଁ ଶ୍ରୀମତି ସୀତାରମଣ ପ୍ରସ୍ତାବ ରଖିଛନ୍ତି । କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ଓଡ଼ିଶା ପାଇଁ ମଧ୍ୟ ଅନେକ ଗୁରୁତ୍ୱପୂର୍ଣ୍ଣ ଘୋଷଣା କରିଛନ୍ତି । #DDNewsOdia #RNUBhubaneswar #UnionBudget #Budget2026 #Budget #ViksitBharatBudget