У нас вы можете посмотреть бесплатно Aji Para Gurubara Paraba Tora | Maa Laxmi Bhajan | ଆଜି ପରା ଗୁରୁବାର ପରବ ତୋର | Namita Agrawal или скачать в максимальном доступном качестве, видео которое было загружено на ютуб. Для загрузки выберите вариант из формы ниже:
Если кнопки скачивания не
загрузились
НАЖМИТЕ ЗДЕСЬ или обновите страницу
Если возникают проблемы со скачиванием видео, пожалуйста напишите в поддержку по адресу внизу
страницы.
Спасибо за использование сервиса ClipSaver.ru
Create Your Reels Here :- https://bit.ly/35KiSi6 Song: Aaji Para Guru Bara Album: Jay Maa Gojabayani Singer: Namita Agrawal Video Artist: Namita Agrawal Music Director: Bilambha Kumbhara Lyrics: Alekh Biswal Video Director: Bharati Krushna Producer: Sitaram Agrawal Music Label: Sidharth Music --------------------------------------------------------------- ♪ Full Song Available on ♪ ►JioSaavn : https://bit.ly/377eeFZ ►Wynk : https://bit.ly/2UzvTDs ►Resso : ►Spotify : https://spoti.fi/2SwmSZs ►Gaana : https://bit.ly/2StsfZh ►Apple Music : https://apple.co/3i2cVz2 ►Amazon Prime Music : https://amzn.to/3799JKW --------------------------------------------------------------- For Caller Tune : Operator Codes Vodafone Subscribers Dial 53712810376 Airtel Subscribers Dial 5432111263221 Idea Subscribers Dial 567891251207 BSNL (South / East) Subscribers sms BT 1251207 To 56700 --------------------------------------------------------------- ମାଣବସା ଗୁରୁବାର ଓଷା , ମାଣବସା ଓ ମାଣ ଓଷା ନାମରେ ମଧ୍ୟ ଜଣା | ମାଣବସା ଗୁରୁବାର ଓଷା ପୂର୍ବଦିନ ରାତିରେ ଗୃହିଣୀମାନେ ଘରଦ୍ୱାର ଲିପାପୋଛା କରି ଝୋଟିଚିତା ପକାଇଥାନ୍ତି । ଗୁରୁବାର ଦିନ ବଡ଼ିଭୋରରୁ ଉଠି ନାରୀମାନେ ସ୍ନାନାଦି କାର୍ଯ୍ୟ ସାରି ଲକ୍ଷ୍ମୀଙ୍କ ପୂଜା ଆରମ୍ଭ କରିଥାନ୍ତି । ଗାଁମାନଙ୍କରେ ମହିଳାମାନେ ମାଟିଘରକୁ ଗୋବରରେ ଲିପାପୋଛା କରି ନୂତନ ଚାଉଳର ପିଠଉରେ ଝୋଟି ଏବଂ ଲକ୍ଷ୍ମୀପାଦରେ ଆଙ୍କନ୍ତି । ଘରର ପ୍ରତ୍ୟକ ଦୁଆର ଅଗଣା କାନ୍ଥ ଓ ଚାରିପାଖ ଝୋଟି ଚିତାଦ୍ୱାରା ସଜାଯାଇଥାଏ । ମାଣ ଖଟୁଲି ଉପରେ ଏକ ନୂଆ ମାଣରେ ଧଳାଧାନ ଭରି ରଖାଯାଏ । ହଳଦୀ ଓ ଗୁଗୁଳ ବାଟି ମାଣର ଉପରପାଶ୍ୱର୍ରେ ଲେପ ଦିଆଯାଏ ଯାହାଏକ ମୁହଁର ରୂପ ନେଇଥାଏ । ସେଥିରେ କଉଡିକୁ ଆଖିଭାବେ ବ୍ୟବାରକରି ନିଜର ସୃଜନ ଶୈଳିଦ୍ୱାରା ମାଣକୁ ଏକ ସୁନ୍ଦର ମୁହଁର ରୂପ ଦେଇ ଖଟୁଲିରେ ରଖି ତା ଉପରେ ଧାନର ମେଣ୍ଟାକୁ ରଖାଯାଏ । ନାଲିଛିଟ ଓ ସୁନ୍ଦର ପାଟକନାରେ ଓଢଣୀ ଦେଇ ଏହାକୁ ଏକ ନବ ବଧୂର ରୂପ ସଦୃଶ କରାଯାଏ । ମା’ଲକ୍ଷ୍ମୀଙ୍କର ଖଟୁଲି ବା ଆସ୍ଥାନ ଚାରିପଟେ ଷୋଳ ପାଖୁଡା ବିଶିଷ୍ଟ ଦିବ୍ୟ, ପଦ୍ମ ଅଙ୍କନ କରାଯାଇଥାଏ । ଘରର ଚତୁଃପାଶ୍ୱର୍ରୁ ମା’ଙ୍କର ପଦ୍ମ ପାଦର ଚିତା ଆସ୍ଥାନ ପର୍ଯ୍ୟନ୍ତ ଅଙ୍କାଯାଏ । କେହି କେହି ଗବପତ୍ର, ଗୟାତୁଳସୀ, କଳାପାତି, ସିନ୍ଦର ଫରୁଆ, ପିତ୍ତଳମୂର୍ତ୍ତି ଇତ୍ୟାଦି ମଧ୍ୟ ରଖିଥାନ୍ତି । ଧାନଖଳାକୁ ମଧ୍ୟ ସେଦିନ ଝୋଟିଚିତାରେ ଚିତ୍ରିତ କରାଯାଇଥାଏ । ଲକ୍ଷ୍ମୀଙ୍କର ସ୍ଥାପନା ପାଇଁ ଠାକୁରଘରର ଏକ ସ୍ୱତନ୍ତ୍ର ସ୍ଥାନ ନିରୂପଣ କରାଯାଏ । ପୂଜାସ୍ଥାନରେ ପିଠଉରେ କୋଠି କରି ଷୋହଳ ପାଖୁଡା ପଦ୍ମଫୁଲ ଅଙ୍କାଯାଏ । ପୂଜା ପାଇଁ ପୂର୍ବରୁ ପ୍ରସ୍ତୁତ କରି ରଖାଯାଇଥାଏ ଅମଳ ହୋଇଥିବା ଶୁକ୍ଳଧାନ , ମାଣ, ଗୁଆ, କଉଡି, ନଡିଆ, ଦୁବ, ବରକୋଳି ପତ୍ର, ସିନ୍ଦୂର, ଧୂପଦୀପ ଓ ନୈବେଦ୍ୟ । ମାଣ ବସାଇବା ପୂର୍ବରୁ ସେହିମାଣକୁ ହଳଦୀ ପାଣିରେ ଧୋଇ ଖରାରେ ଶୁଖିଯିବା ପରେ ସିନ୍ଦୂର ବୋଳାଯାଏ । ପ୍ରଥମେ ଏକ ଖଟୁଲିରେ କିଛି ନୂଆଧାନ ରଖାଯାଏ । ସିନ୍ଦୂର ବୋଳାଯାଇଥିବା ମାଣ ବା ଗଉଣୀକୁ ଲକ୍ଷ୍ମୀ ଦେବୀଙ୍କର ପ୍ରତୀକ ସ୍ୱରୂପ ନୂଆ ଧଳାଧାନରେ ପୂର୍ଣ୍ଣକରି ତା' ଉପରେ ଗୁଆ ରଖାଯାଏ । ସେହି ମାଣକୁ ଖଟୁଲି ଉପରେ ବସାଇ ତା'ଉପରେ ଧାନବେଣୀ ରଖି ନୂତନ ପାଟଲୁଗାର ଓଢ଼ଣୀ ଢଙ୍କାଯାଏ । ଲକ୍ଷ୍ମୀଙ୍କୁ ଏକ ନବବଧୂ ବେଶରେ ସଜାଯାଇ ଚନ୍ଦନ ସିନ୍ଦୂର ଆଦି ଦେଇ ସ୍ଥାପନା କରାଯାଏ । ବିଧି ଅନୁଯାୟୀ ଖଟୁଲି ଉପରେ ଲକ୍ଷ୍ମୀଙ୍କର କାଠରେ ନିର୍ମିତ ପ୍ରତିମା, ପାନିଆଁ, ଆଇନା, କଜ୍ଜଳ ଏବଂ ଖଟୁଲି ପାଖରେ ଆଖୁ, ମୂଳା ନିକଟରେ ରଖାଯାଇଥାଏ । ------------------------------------------------------ "Sidharth Music" ଏବଂ "Sidharth TV" ପ୍ରସ୍ତୁତ ଏହି ଭିଡିଓଟି ଯଦି ଭଲଲାଗିଥାଏ ତେବେ ଏହି Video କୁ Like ଏବଂ Share କରନ୍ତୁ I ଆମ ସହ ଯୋଡିହୋଇ ରହିବା ପାଇଁ ଏବଂ ସବୁଦିନ ନୂଆ ନୂଆ Video ର Notification ପାଇବା ପାଇଁ "Namita Agrawal" YouTube Channelକୁ Subscribe କରନ୍ତୁ ଓ Bell 🔔 ର Button ନିଶ୍ଚୟ ପ୍ରେସ୍ କରନ୍ତୁ I ଧନ୍ୟବାଦ୍ I #SidharthMusic #SidharthTV #SitaramAgrawal #NamitaAgrawal