У нас вы можете посмотреть бесплатно ଯାଜପୁରରେ ଗର୍ଜିଲେ ପ୍ରମିଳା ,କେବେ ମଣ୍ଡିରୁ ଉଠିବ ଧାନ ! Pramila Mallik demand paddy procurement ,Jajpur или скачать в максимальном доступном качестве, видео которое было загружено на ютуб. Для загрузки выберите вариант из формы ниже:
Если кнопки скачивания не
загрузились
НАЖМИТЕ ЗДЕСЬ или обновите страницу
Если возникают проблемы со скачиванием видео, пожалуйста напишите в поддержку по адресу внизу
страницы.
Спасибо за использование сервиса ClipSaver.ru
ଯାଜପୁରରେ ଗର୍ଜିଲେ ପ୍ରମିଳା ,କେବେ ମଣ୍ଡିରୁ ଉଠିବ ଚାଷୀଙ୍କ ଧାନ ! ରାଜ୍ୟ ସରକାରଙ୍କ ବିରୋଧରେ ଯାଜପୁର ବିଜୁ ଜନତା ଦଳର ରଣହୁଙ୍କାର । ଆଜି ଯାଜପୁର ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିଜେପି ସରକାରରେ ଲଘୁ ଖଣିଜର ବ୍ୟାପକ ଚୋରି, ଚାଷୀ ମାରଣ ନୀତି ଓ ବିପର୍ଯ୍ୟସ୍ତ ଆଇନ ଶୃଙ୍ଖଳା ବିରୁଦ୍ଧରେ ଯାଜପୁର ବିଜେଡିର ବିକ୍ଷୋଭ ଓ ପ୍ରତିବାଦ ସଭା ହୋଇଥିଲା । ଜିଲ୍ଲା ବିଜେଡି ସଭାପତି ସରୋଜ ମହାପାତ୍ରଙ୍କ ନେତୃତ୍ୱରେ ରାଜ୍ୟ ବିଜେଡି ଉପସଭାପତି ପ୍ରଣବ ପ୍ରକାଶ ଦାସ, ବିଂଝାରପୁର ବିଧାୟିକା ପ୍ରମିଳା ମଲ୍ଲିକ, ବରୀ ବିଧାୟକ ବିଶ୍ଵରଞ୍ଜନ ମଲ୍ଲିକ, ଯାଜପୁର ବିଧ୍ୟାୟିକା ସୁଜାତା ସାହୁ,ପୂର୍ଵତନ ମନ୍ତ୍ରୀ ପ୍ରିତି ରଞ୍ଜନ ଘଡେ଼ଇ, ପୂର୍ବତନ ସାଂସଦ ଶର୍ମିଷ୍ଠା ସେଠି, ପୂର୍ବତନ ଧର୍ମଶାଳା ବିଧାୟକ ପ୍ରଣବ ବଲବନ୍ତ ରାୟ ପ୍ରମୁଖ ସାମିଲ ହୋଇ ରାଜ୍ୟ ସରକାରଙ୍କ ଉପରେ ଗର୍ଜିଥିଲେ। ଏହି ଅବସରରେ ଜିଲ୍ଲା ସମସ୍ତ ନିର୍ବାଚନ ମଣ୍ଡଳୀର ବରିଷ୍ଠ ନେତା, କର୍ମୀ ସାମିଲ ହୋଇ ରାଜ୍ୟ ସରକାରଙ୍କ କୃଷି ମାରଣ ନୀତିର ପ୍ରତିବାଦ କରିଥିଲେ। ଆଗାମୀ ଦିନରେ ସମସ୍ୟାର ସମାଧାନ ନହେଲେ ଆନ୍ଦୋଳନ ପାଇଁ ଚେତାବନୀ ଦେଇଛନ୍ତି କର୍ମୀ ଓ ନେତା। ଏ ନେଇ ରାଜ୍ୟପାଳଙ୍କ ଉଦେଶ୍ୟରେ ଏକ ଦାବିପତ୍ର ଯାଜପୁର ଉପ ଜିଲ୍ଲାପାଳଙ୍କ ମାଧ୍ୟମରେ ପ୍ରଦାନ କରାଯାଇଛି।MLA Pramila Mallik demand paddy procurement ,Jajpur #jajpur #PramilaMallik #bjd #paddyprocurement Vist our Website :https://www.pratidintv.com/ Like Our Facebook Page: / pratidinodisha Folllow Us Instagram :-https://www.instagram.com/pratidintv/... Follow On X :- https://x.com/pratidin_tv Subscribe To Our YouTube Channel: / @pratidintvodisha #PratidinTv #PratidinNews #OdishaNews #LatestNews #LatestUpdate #PratidinTvOdisha